ବାଲିଘାଟରୁ ନିଖୋଜ ବ୍ୟକ୍ତିଙ୍କ ମିଳିଲା ମୃତଦେହ

ବାରଙ୍ଗ,୧୪।୧୦(ଡି.ଏନ୍‌.ଏ.): କଟକ ଜିଲା ତ୍ରିଶୂଳିଆ ନରଣପୁର ବାଲିଘାଟ କୁଆଖାଇରୁ ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତକ ହେଲେ କୃଷ୍ଣଚନ୍ଦ୍ରପୁର ଗ୍ରାମର ବାଦଲ ସାମଲ। ସେ ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ଗୋଡ଼ିସାହି ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଖବରପାଇ ବାରଙ୍ଗଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri