କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ନରାଜ,୨୮।୧୦(ଡି.ଏନ୍‌.ଏ.): ବାରଙ୍ଗ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀରେ ବୁଡ଼ି ଜଣେ ଯୁବକ ବୁଧବାର ନିଖୋଜ ହୋଇଥିଲେ। ସେ ହେଲେ ଝାଡଖଣ୍ଡ ବର୍ଜମଡ଼ ଗ୍ରାମର ରୋହିତ ସାହାଣୀ (୨୦)। ଖବରପାଇ ବାରଙ୍ଗ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି ଜାରି ରଖିଥିଲେ। ତେବେ ଦୀର୍ଘ ଦୁଇ ଘଣ୍ଟାର ପ୍ରଚେଷ୍ଟା ପରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରେ କଟକ ବଡ଼ ମେଡିକାଲ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।
ସୂଚନାଯୋଗ୍ୟ, ସେ ଏକ ଇଟା ଭାଟିରେ କାର୍ଯ୍ୟ କରୁଥିବା ବେଳେ ଭାଟିରେ କାର୍ଯ୍ୟରତ କେତେକ ମହିଳା, ପୁରୁଷ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଥିରୁ ଜଣେ ଝିଅ ନଦୀରେ ବୁଡ଼ିଯାଉଥିବା ଦେଖି ତାଙ୍କୁ ଉଦ୍ଧାର କରିବାକୁ ଯାଇ ରୋହିତ ଓ ତାଙ୍କର ଏକ ସାଙ୍ଗ ନଦୀକୁ ଡେଇଁଥିଲେ। ରୋହିତଙ୍କ ସାଙ୍ଗ ଝିଅଟିକୁ ଉଦ୍ଧାର କରିଥିଲେ ମାତ୍ର ସେ ନିଖୋଜ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri