ଡ୍ରେନ୍‌ ଭିତରେ ନବଜାତ ଶିଶୁପୁତ୍ରର ମୃତଦେହ

ବଲାଙ୍ଗୀର ଅଫିସ,୨୮।୧୨: ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ନିକଟ ସୁଲଭ ଶୌଚାଳୟ ଡ୍ରେନ ଭିତରୁ ଏକ ନବଜାତ ଶିଶୁପୁତ୍ର ମୃତଦେହ ଉଦ୍ଧାର କରାଯାଇଛ। ଶିଶୁଟିକୁ କେହି ଜଣେ ଲୁଗାରେ ଗୁଡ଼ାଇ ଫିଙ୍ଗି ଦେଇଥିବା ବେଳେ ମଙ୍ଗଳବାର ସକାଳେ ସ୍ଥାନୀୟ ଲୋକେ ଦେଖି ଟାଉନ ଥାନା ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଶିଶୁ ଦେହରେ ଡ୍ରେସିଂ କପଡ଼ା ଗୁଡାଯାଇଥିବା ଦେଖିବାକୁ ମିଳିଛି। ଅବୈଧ ସମ୍ପର୍କରୁ ଜନ୍ମିତ ଶିଶୁକୁ ଫିଙ୍ଗା ଯାଇଥିବା ଚର୍ଚ୍ଚା ହେଉଛି । ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନର କର୍ମୀମାନେ ଡ୍ରେନ ଭିତରୁ ମୃତ ଶିଶୁକୁ ଉଦ୍ଧାର କରି ମ୍ୟୁନିସିପାଲଟିକୁ ହସ୍ତାନ୍ତର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏଇଠି ତ କାଲି ସେଇଠି

ଯାଜପୁର ଅଫିସ,୩।୩: ଯାଜପୁର ଜିଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଫର୍ନେସ ଅଏଲ, ପେଟ୍ରୋଲ, ଡିଜେଲ ଆଦି ତୈଳ ସାମଗ୍ରୀର...

ବିଜେଡି ହାତରୁ ଖସିଲା ୩ ଏନ୍‌ଏସି

ଛତ୍ରପୁର,୨୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୩ ଏନ୍‌ଏସି ଛତ୍ରପୁର, ଗଞ୍ଜାମ ଓ ରମ୍ଭାରେ ବିଜେଡିର ପରାଜୟ ହୋଇଛି। ଏହି ୩ ଏନ୍‌ଏସି...

ଭୋଟ୍‌ ଦେବାକୁ ଆସିଲେନି ଗ୍ରାମବାସୀ, ଖାଲିପଡ଼ିଛି ବୁଥ୍‌

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ରସୁଲପୁର ବ୍ଲକ ଶ୍ରୀବନ୍ତପୁର ପଞ୍ଚାୟତ ଅନ୍ତର୍ଗତ ବାଉଁଶଅଣ୍ଟା(ବଡ଼) ଗ୍ରାମବାସୀ ବିଭିନ୍ନ ମୌଳିକ ସମସ୍ୟା ଏବଂ ଜନହିତକର ଯୋଜନାରୁ ବାଦ୍‌ ପଡ଼ିଥିବା...

ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍‌

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ସିପିଆଇଏମ୍‌ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା...

କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠ: ୧୦ ଶ୍ରେଣୀ ପାଇଁ ଅଛନ୍ତି ୬ ଶିକ୍ଷକ

ରଣପୁର,୧୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୫୦୦ ଛାତ୍ରୀଛାତ୍ର...

ପଶ୍ଚିମା ଝଡ଼ରେ ଉପୁଡ଼ିଲା ଗଛ

ବାରିପଦା ଅଫିସ/ଭଦ୍ରକ ଅଫିସ, ୧୯।୩: ପଶ୍ଚିମା ଝଡ଼ ପ୍ରଭାବରେ ମୟୂରଭଞ୍ଜ ଜିଲାର ଶିମିଳିପାଳ ସମେତ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଶନିବାର ଦିନ...

ଜିଲାପାଳଙ୍କ ବିନା ଅନୁମୋଦନରେ ୬ କନିଷ୍ଠ କିରାଣିଙ୍କୁ ଡେପୁଟେଶନ୍‌ରେ ଡିଇଓ ଅଫିସରେ ନିୟୋଜିତ: ଅନିୟମିତତା ସମ୍ପର୍କରେ ଭିଜିଲାନ୍ସ ତଦନ୍ତ ଦାବି

ଭବାନୀପାଟଣା,୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ମଞ୍ଜୁରୀପ୍ରାପ୍ତ ୩ କନିଷ୍ଠ କିରାଣି ଓ ୩ ବରିଷ୍ଠ କିରାଣି ପଦବୀ ରହିଛି । ଏହି ପଦବୀରେ...

ଗଛପଡ଼ି ରାଇକିଆ-ଇନ୍ଦ୍ରଗଡ଼ ଯାତାୟାତ ବନ୍ଦ

ରାଇକିଆ,୨୨ା୪(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ଲୋକଙ୍କ ଘର ଛପର ଉଡ଼ିଯାଇଛି।...

Advertisement
Archives

Model This Week