Posted inବରଗଡ଼

ଗ୍ରୀସୁଲ ନଦୀ ବ୍ରିଜ ନିକଟରୁ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ବରଗଡ ଅଫିସ,୨୫।୧୦-ବରଗଡ ମୁଖ୍ୟ କେନାଲରେ ଗତ ଶୁକ୍ରବାର ଓ ଶନିବାର ୨ଜଣ ଭାସି ଯାଇଥିଲେ। ଶନିବାର ଭାସି ଯାଇଥିବା ବରଗଡ ତଳିପଡାର ଯୁବକ ଓମ ପ୍ରକାଶ ଭୋଇ(୨୨)ଙ୍କ ମୃତଦେହ ରବିବାର ସକାଳୁ ବରଗଡ଼ ମୁଖ୍ୟ କେନାଲର ଗୁଡେଶିରା ନିକଟରୁ ଉଦ୍ଧାର କରାଯାଇଥିଲା। ସେହିପରି ଶୁକ୍ରବାର ଭାସି ଯାଇଥିବା ସିମେଣ୍ଟ ନଗର ବାସିନ୍ଦା ଅବସରପ୍ରାପ୍ତ ଶିକ୍ଷକ ଜଳନ୍ଧର କଲେତ(୭୦)ଙ୍କ ମୃତଦେହ ରବିବାର ଅପରାହ୍ନରେ ବରଡୋଲ-ଦେଓଗାଁ ରାସ୍ତାର ଗ୍ରୀସୁଲ ନଦୀ ବ୍ରିଜ ନିକଟରୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଖୋଜାଖୋଜି ପରେ ମୃତଦେହକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?