ରାସ୍ତା ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ: ପାଟି, ନାକରୁ ପ୍ରଚୁର ରକ୍ତସ୍ରାବ

ଗଞ୍ଜାମ,୧୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ସୋମବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଖବର ପାଇ ଜାତୀୟ ରାଜପଥ ପାଟ୍ରୋଲିଂ ଏସ୍‌ଆଇ ନୀଳାଞ୍ଚଳ ସେଠୀ, ହୁମା ଫାଣ୍ଡି ଏଏସ୍‌ଆଇ ବୈବସ୍ବତ ପ୍ରଧାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତି ଜଣଙ୍କର ପରିଚୟ ମିଳିପାରିନାହିଁ। ମୃତ ବ୍ୟକ୍ତିଙ୍କ ପାଟି ଆଉ ନାକରୁ ପ୍ରଚୁର ରକ୍ତସ୍ରାବ ହୋଇଛି। ଫଳରେ ତାଙ୍କୁ କେହି ପିଟିପିଟି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ପାଟ୍ରୋଲିଂ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ବିକାଶରେ ଆଦିବାସୀଙ୍କ ପ୍ରମୁଖ ଭୂମିକା ରହିଛି: ମନ୍ତ୍ରୀ

କାଳିଆପାଣି,୧୦।୮(ଡି.ଏନ.ଏ.):  ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ଟାଟା ଷ୍ଟିଲ ମାଇନିଂର ଟାଟାଷ୍ଟିଲ୍‌ ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କୁ ନେଇ ମଙ୍ଗଳବାର ବିଶ୍ୱ ଆଦିବାସୀ...

ଆଠମଲ୍ଲିକରେ ସମ୍ମାନର ଲଢ଼େଇ

ବଇଣ୍ଡା,୨୧।୩(ଡି.ଏନ.ଏ.): ଆଠମଲ୍ଲିକ ଏନ୍‌ଏସି ସ୍ଥାପନ ପରଠାରୁ ୪ଥର ପୌର ନିର୍ବାଚନ ହୋଇଛି। ସେଥିରୁ ୩ଥର କଂଗ୍ରେସ ଓ ଥରଟିଏ ବିଜେଡି ଏନ୍‌ଏସି ଦଖଲ କରିବାରେ ସଫଳ ହୋଇଛି।...

ଆଶାକର୍ମୀଙ୍କୁ ଗାଳିଗୁଲଜ ଅଭିଯୋଗ

ବ୍ରହ୍ମଗିରି,୩୧ା୧୨(ଡି.ଏନ୍‌.ଏ.):ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆଶାକର୍ମୀଙ୍କୁ ମୋବାଇଲ ଫୋନରେ କେହି ଦୁର୍ବୃତ୍ତ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି...

ପୁଅ ଚିକିତ୍ସା ଚିନ୍ତାରେ ମା’ବାପା

ବାଲେଶ୍ୱର ଅଫିସ, ୧୨।୧୦: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ତାଳପଦା ଗ୍ରାମର ସୁଶାନ୍ତ ପଟ୍ଟନାୟକ ଓ ସ୍ତ୍ରୀ ସଞ୍ଜୁଲତାଙ୍କ ୨ବର୍ଷର ପୁଅ ପୀୟୁଷ। ଜନ୍ମ...

ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳ କାଠ ଜବତ: ଚୋରା କାଠ ବେପାରୀ ଫେରାର

ପାଟଣା,୨୧।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋରାସ ଗ୍ରାମ ଖମଣ ସାହିର ହୁଡ଼ିରେ ଥିବା ୨୪ଟି ମୂଲ୍ୟବାନ ଶାଳ ଗଛକୁ ଚୋରା କାଠ ବେପାରୀମାନେ କାଟି ନେଇଯିବାକୁ...

ଭାଜପା ପ୍ରାର୍ଥୀ ୧୦୦ ଭୋଟରେ ଆଗୁଆ

ନୟାଗଡ଼ ଅଫିସ,୨୬।୨: ନୟାଗଡ଼ ନିର୍ବାଚନ ମଣ୍ଡଳୀ ନୟାଗଡ଼ ସଦର ବ୍ଲକ ଗଦାଧର ପ୍ରସାଦ ପଞ୍ଚାୟତର ୧ ନମ୍ବର ୱାର୍ଡ଼ମେମ୍ବର ପ୍ରାର୍ଥୀ ସରୋଜିନୀ ପ୍ରଧାନ ବିଜୟୀ ହୋଇଛନ୍ତି।...

ରାସ୍ତାରେ ଡ୍ରେନ୍‌ ପାଣି, ଯାତାୟାତ ବାଧାପ୍ରାପ୍ତ

ଜଟଣୀ,୧୬ ।୨(ଡି.ଏନ୍‌.ଏ.) ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଅନେକ ନୂତନ ଆପାର୍ଟମେଣ୍ଟ ଓ ସାହିବସ୍ତି ଗଢ଼ିଉଠିଛି। ଏଠାରେ ଗୃହ ନିର୍ମାଣ ପୂର୍ବରୁ ସରକାରୀ ନିୟମ ଉଲ୍ଲଂଘନ...

ଦୁର୍ନୀତିରେ ବୁଡ଼ିରହିଛି ପାକ୍ସ

ଯାଜପୁର ଅଫିସ,୬।୪: ରାଜ୍ୟରେ ୨,୭୧୦ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) କାର୍ଯ୍ୟ କରୁଛି। ଏଥିରୁ ୧୫୬ ପାକ୍ସର...

Advertisement
Archives

Model This Week