ଖୋର୍ଦ୍ଧା ଅଫିସ,୫।୮: ଖୋର୍ଦ୍ଧା ଜିଲା ନିଜିଗଡ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ ଏକ ମନ୍ଦିର ପଛପଟୁ ସଦର ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଜବତ କରିଛି। ମୃତକ ହେଲେ ତାପଙ୍ଗ ଗ୍ରାମ ବାଘଟାଙ୍ଗି ସାହିର ରାଉଳ ନାୟକ(୫୫)। ସାଇଣ୍ଟିଫିକ୍ ଟିମ ସହ ଏସ୍ପି ରାଜକିଶୋର ଦୋରା, ସଦର ଏସ୍ଡିପିଓ ସୁଶିଲ କୁମାର ମିଶ୍ର, ଥାନାଧିକାରୀ ଅନିତା ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ବୃଦ୍ଧ ରହୁ ଥିବା ଘରେ ରକ୍ତଛିଟା ପଡିଛି। ତାଙ୍କୁ କହି ଦୁର୍ବୃତ୍ତ ମାରି ଏଠାରେ ଫୋପାଡି ଦେଇଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି।
ମିଳିଥିବା ସୂଚନା ମୁତାବକ ରାଉଳ ନାୟକ ଏକାକୀ ରହୁଛନ୍ତି। ମୁଣ୍ଡିଆ ପଥର ଖଣିରେ ଶ୍ରମିକ ଭାବେ କାମ କରୁଥିବା ଜଣାପଡିଛି। ଗୁରୁବାର ଭୋର ସମୟରେ ତାଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ।
ମୁଣ୍ଡିଆ ପାହାଡ ପଛପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ: କେହି ମାରି ଫୋପାଡ଼ି ଥିବା ସନ୍ଦେହ
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍ ଭାଙ୍ଗିଲେ…
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…
ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ
ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର
ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…
ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…
ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ
ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…
ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…
ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…
ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…
Archives

