ଗଞ୍ଜାମ, ୨୬।୯(ଡି.ଏନ୍.ଏ .): ଗଞ୍ଜାମ ଥାନା ଐତିହାସିକ ପୋତାଗଡ଼ ସ୍ଥିତ ଋଷିକୂଲ୍ୟା ନଦୀରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି l ଖବର ପାଇ ଗଞ୍ଜାମ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି l ମୃତକଙ୍କ ବୟସ ପାଖାପାଖି ୪୦ ବର୍ଷ ହୋଇଥିବା ବେଳେ ସେ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଥିବା ଦେଖିବାକୁ ମିଳୁଛି। ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ କହିଛନ୍ତି l
Posted inଆମ ଜିଲା ଖବର, ଗଞ୍ଜାମ View All
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
Archives

