ବୁଦା ଭିତରେ ପଡ଼ିଛି ଅଜଣା ବ୍ୟକ୍ତିର ମୃତଦେହ

ଚୌଦାର, ୨୭।୧୨(ଡି. ଏନ୍‌. ଏ): ମଙ୍ଗୁଳି – ଚୌଦାର ପିଏଚ୍‌ରେ ଥିବା ବିଶ୍ରାମଗାର ନିକଟ ଏକ ବୁଦା ଭିତରେ ଜଣେ ଅଜଣା ବ୍ୟକ୍ତିର ମୃତଦେହ ପଡ଼ି ରହିଛି। ଚଳନ୍ତା ଟ୍ରେନରୁ ବ୍ୟକ୍ତିଟି ଛିଟିକି ପଡ଼ିଥିବା ଅନୁମାନ କରାଯାଉଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଜିଆର୍‌ପି କିମ୍ବା କୌଣସି ରେଳ କର୍ତ୍ତୃପକ୍ଷ ଘଟଣା ସ୍ଥଳରେ ପହଞ୍ଚି ନାହାନ୍ତି । ମୃତଦେହଟି ନଷ୍ଟ ହେବାକୁ ବସିଲାଣି। ବର୍ତ୍ତମାନ ସୁଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri