ଭାସିଭାସି ଆସି ବୈତରଣୀ କୂଳରେ ଲାଗିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ

ପାଟଣା,୧୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ପଞ୍ଚାୟତ ଅନ୍ତର୍ଗତ ଡିଗିଡିଗିଆ ସାହି ବୈତରଣୀ ନଦୀକୂଳରେ ରବିବାର ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଭାସି ଭାସି ଆସି ଲାଗିଛି। ତେବେ ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ଯୁବକଙ୍କ ସ୍ବାଭାବିକ ମୃତଦେହ ନଦୀର ଉପର ମୁଣ୍ଡରୁ ଭାସି ଆସିଛି କି ଏହା ଏକ ହତ୍ୟାକାଣ୍ଡ ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ପାଟଣା ଥାନା ପକ୍ଷରୁ ଥାନାଧିକାରୀ ମାନସ କୁମାର ମହାକୁଡ଼, ଏଏସ୍‌ଆଇ ସରୋଜ କୁମାର ସେଠୀ, ଧନେଶ୍ୱର ପାତ୍ର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ ଡକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri