ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା ଯୁବକଙ୍କ ମୃତଦେହ ରାସ୍ତା ଉପରେ ପଡିଛି। ସକାଳେ ସ୍ଥାନୀୟ ଲୋକେ ଏହି ଘଟଣା ସମ୍ପର୍କରେ ପୋଲିସକୁ ଜଣାଇବା ପରେ ଘଟଣାସ୍ଥଳରେ ଆଠମଲ୍ଲିକ ପୋଲିସ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଥିବାବେଳେ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମକୁ ଖବର ଦିଆଯାଇଥିବା ଜଣାଯାଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ପାରିପାର୍ଶ୍ୱିକ ପରିସ୍ଥିତିକୁ ଅନୁଧ୍ୟାନ କଲେ ସଂପୃକ୍ତ ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ତଦନ୍ତ ପରେ ପ୍ରକୃତ ଘଟଣା ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…

କଳିଯୁଗ ଶେଷକୁ ନେଇ ସତ ହେଉଛି କି ମାଳିକାର ଭବିଷ୍ୟବାଣୀ? ଜଗନ୍ନାଥ ମନ୍ଦିରର ଏହି ସଙ୍କେତ ବଢାଇଲା ଚିନ୍ତା!

ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଅନେକ ସ୍ଥାନରେ ଉଲ୍ଲେଖ ରହିଛି ଯେ କଳିଯୁଗର ଶେଷରେ ଭଗବାନ ଜଗନ୍ନାଥ ‘କଲ୍କି ଅବତାର’ ରୂପରେ ପ୍ରକଟ ହେବେ ଏବଂ ପୁନର୍ବାର ‘ସତ୍ୟଯୁଗ’ର ସ୍ଥାପନା…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….

ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri