ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଶହୀଦ ସରୋଜଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର,୭।୧୦: ସିକିିମ ବନ୍ୟାରେ ଶହୀଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ଭୁବନେଶ୍ୱର ବିମାନ ବନ୍ଦରରେ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସେଠାରେ ବହୁ ବ୍ୟକ୍ତି ବିଶେଷ ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ମରଶରୀର ସରୋଜ କୁମାର ଦାସଙ୍କ ଜନ୍ମମାଟିକୁ ଯିବା ପରେ ସେଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଶେଷକୃତ୍ୟ ସମ୍ପନ୍ନ କରାଯିବ ।
ଭୁବନେଶ୍ୱର ବିମାନ ବନ୍ଦରରେ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଢେଙ୍କାନାଳ ଏମ୍ପପି ମହେଶ ସାହୁ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୋଲିସ ଆଇଜି, ବିଏସଫ ଆଇଜି ପ୍ରମୁଖ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ସମ୍ମାନ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri