ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ ଦେହ ମଧ୍ୟ ମିଳିଥିଲା। ତେବେ ଶନିବାର ତାଙ୍କ ପାର୍ଥୀବ ଶରୀର ଦିଲ୍ଲୀରୁ ଭୁବନେଶ୍ୱର ଆସିବ ବୋଲି ଜଣାପଡିଛି।

ଆଜି ଦିନ ୧ଟା ପରେ ରାଣାପ୍ରତାପଙ୍କ ପାର୍ଥୀବ ଶରୀର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବ । ସେଠାରେ ତାଙ୍କୁ ଶେଷ ସମ୍ମାନ ଜଣାଯାଇ ତାଙ୍କ ଗାଁ କୃଷ୍ଣଚନ୍ଦ୍ରପୁରକୁ ନିଆଯିବ। ଏହାପରେ ସେଠାରେ ତାଙ୍କ ଶେଷକୃତ ସମ୍ପନ୍ନ ହେବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?