ପରିତ୍ୟକ୍ତ କୂଅରୁ ମିଳିଲା ଶିଶୁ ପୁତ୍ରର ମୃତଦେହ

କଳାହାଣ୍ଡି,୩।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଥିବା ଏକ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। କୂଅରୁ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ସନ୍ଦେହ କରିଥିଲେ । ପରେ ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର ହୋଇଥିଲା। ତେବେ କିଏ ଓ କେଉଁ ପରିସ୍ଥିତିରେ ଶିଶୁଟିକୁ ଫିଙ୍ଗି ଦେଇଛି ତାହା ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ମନ୍ଦିରରୁ ଚୋରି, ଦେଢ଼ଲକ୍ଷ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ମଳାସପଦର ରାସ୍ତାରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ବିଳମ୍ବିତ ରାତିରେ…

ଭାରତୀୟ ବ୍ୟାଟରଙ୍କ ଉପରେ ଗମ୍ଭୀରଙ୍କ ରାଗ: ପରାଜୟର କାରଣ ନେଇ ଖୋଲିଲେ ମୁହଁ, କହିଲେ ଏହାର ପରିଣାମ…

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର କହିଛନ୍ତି ଯେ, ଅନ୍ତର୍ଜାତୀୟ କ୍ରିକେଟରେ ଏପରି…

ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ, ଆସନ୍ତା…

କଟକ,୧୩।୧୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ…

‘ଗୋପାଳନ-ମତ୍ସ୍ୟପାଳନରେ ଗୁରୁତ୍ୱ ଦେବା ଜରୁରୀ’

କେସିଙ୍ଗା,୧୩ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ମିନି ଷ୍ଟାଡିୟମ ପରିସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୬ ସଭାର ସଭାପତି କେସିଙ୍ଗା…

ଟିମ୍‌ଇଣ୍ଡିଆ ସହ ହୋଇଛି ବଡ଼ ଧୋକା: ୩୩୩ ରନ ହୋଇଥିବା ପିଚ୍‌ରେ ଭାରତ ୮୯ରେ ଅଲଆଉଟକୁ ନେଇ ମୁହଁ ଖୋଲିଲେ ଶ୍ରେୟସ ଆୟର

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଟିମ ଇଣ୍ଡିଆର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଯେଉଁ ପିଚ୍‌ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୩୩୩ ରନ…

ବରଗଡ଼ ଗସ୍ତରେ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ୩୮୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଶୁକ୍ରବାର ଦିନିକିଆ ବରଗଡ଼ ଗସ୍ତରେ ଆସି ଜିଲାର ସର୍ବାଙ୍ଗୀନ ବିକାଶ ନିମନ୍ତେ…

ପାଟ୍ରୋଲିଂବେଳେ କାର୍‌ ଅଟକାଇଲା ପୋଲିସ, ଭିତରେ ଏତେ ଗଞ୍ଜେଇ ଦେଖି ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଶୁକ୍ରବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ବେଗୁନିଆପଡ଼ା ଥାନା ନୂଆଗଡ଼ ସୁମଣ୍ଡଳ ଗ୍ରାମର ବାବୁ ନାୟକ(୨୫)ଙ୍କୁ ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?