ପୋଖରୀ ନିକଟରେ ପଡ଼ିଥିଲା ଭାଲୁର ମୃତଦେହ

ଆନନ୍ଦପୁର,୬ା୫(ସ୍ବ.ପ୍ର.): ଆନନ୍ଦପୁର ବନଖଣ୍ଡ ଅଧୀନ ବରାଙ୍ଗ ଜଙ୍ଗଲ ପାର୍ଶ୍ୱ କଡ଼ରାମାଳ ଗାଁ ନିକଟ ପୋଖରୀ କୂଳରୁ ଏକ ଭାଲୁର ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ଭାଲୁର ମୃତଦେହ ଦେଖି ସ୍ଥାନୀୟ ବାସିନ୍ଦା ବନ ବିଭାଗକୁ ସୂଚନା ଦେବାପରେ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଭାଲୁର ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ରେଞ୍ଜ ଅଫିସକୁ ସ୍ଥାନାନ୍ତର କରିଥିଲେ। ମୃତ୍ୟୁର କାରଣ ଜଣା ନ ଥିବାରୁ ଭାଲୁର ମୃତଦେହ ବ୍ୟବଚ୍ଛେଦ କରିବାର ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଡିଏଫ୍‌ଓ ଅଭୟ କୁମାର ଦଳେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri