ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଅମ୍ବାଭୋନା,୧୫ା୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ ସୁବାସିନୀ ମେହେର(୪୫)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବରଗଡ଼ ଡାକ୍ତରଖାନାକୁ ପଠାଇଛି। ଏ ନେଇ ଅମ୍ବାଭୋନା ପୋଲିସ କେସ୍‌ ନଂ ୧/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି ।
ସୂଚନାଯୋଗ୍ୟ, ମୃତ ପ୍ରେମୀଯୁଗଳ ବିବାହିତ। ତେବେ ଦୀର୍ଘଦିନ ହେବ ସୁବାସିନୀଙ୍କ ସ୍ବାମୀଙ୍କ ଦେହାନ୍ତ ହୋଇଯାଇଛି। ପରେ ପାଣ୍ଡବଙ୍କ ସହିତ ସୁବାସିନୀଙ୍କ ପ୍ରେମସମ୍ପର୍କ ଗଢ଼ି ଉଠିଥିବା ଜଣାପଡ଼ିଥିଲା। ଗତ ୩ଦିନ ତଳୁ ଉଭୟେ ଘରୁ ଅନ୍ୟତ୍ର ଚାଲି ଯାଇଥିଲେ। ଶନିବାର ଗ୍ରାମଠାରୁ ପ୍ରାୟ ୫ କି.ମି ଦୂର ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଉଭୟଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri