Advertisement

ଋଷିକୂଲ୍ୟାରେ ଭାସି ଯାଇଥିଲେ, ଦୁଇଦିନ ପରେ ମିଳିଲା ନାବାଳକଙ୍କ ମୃତଦେହ

ଛତ୍ରପୁର/ପୁରୁଷୋତ୍ତମପୁର,୨୭ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନିକଟ ଋଷିକୂଲ୍ୟା ନଦୀରେ ଗାଧୋଇବା ବେଳେ ଦୁଇ ଦିନ ତଳେ ଭାସି ଯାଇ ନିଖୋଜ ଥିବା ନାବାଳକ କୃଷ୍ଣ ମହାନ୍ତିଙ୍କ ମୃତଦେହ ଛତ୍ରପୁର ବ୍ଲକ ବଡ଼ମାଧପୁର ବାଲି ଘାଟ ନିକଟରେ ମିଳିଛି। ଛତ୍ରପୁର ଅଗ୍ନିଶମ ବିଭାଗ ଗୁରୁବାର କୃଷ୍ଣଙ୍କ ମୃତଦେହ ଉଦ୍ଧାର କରିଛି। ୨୫ ତାରିଖରେ ଋଷିକୂଲ୍ୟାରେ ଗାଧୋଉଥିବା ବେଳେ ଅଘଟଣ ଘଟିଥିଲା। ଷୋଳଘର ଗ୍ରାମର କାହ୍ନୁ ମହାନ୍ତି (୧୩) ଓ କୃଷ୍ଣ ମହାନ୍ତି (୧୫) ଋଷିକୂଲ୍ୟ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଏହି ସମୟରେ ସାନ ଭାଇ ନଦୀ ସ୍ରୋତରେ ଭାସି ଯାଉଥିଲା ସମୟରେ ବଡ଼ ଭାଇ କୃଷ୍ଣ ଉଦ୍ଧାର କରିବାକୁ ଯାଇ ଭାସି ଯାଇଥିଲେ। ଦୁହେଁ ଭାସି ଯାଉଥିଲା ବେଳେ ଜଣେ ମହିଳା ସାନ ଭାଇ କାହ୍ନାଙ୍କୁ ଉଦ୍ଧାର କରିଥିଲା ବେଳେ ବଡ଼ଭାଇ କୃଷ୍ଣ ନିଖୋଜ ହୋଇଯାଇଥିଲେ। ଆଜି ତାଙ୍କ ମୃତଦେହ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଟିଙ୍ଗିଆ ବନ୍ଦ ୪ର୍ଥ ଦିନରେ: ତହସିଲଦାରଙ୍କ ଅଧ୍ୟକ୍ଷତାରେ ଦ୍ୱିପାକ୍ଷିକ ଆଲୋଚନା

ଦାରିଙ୍ଗବାଡ଼ି,୨୫।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆରେ ଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମି ଜବରଦଖଲ ଉଚ୍ଛେଦ ଦାବିରେ ଅଞ୍ଚଳବାସୀ ଶୁକ୍ରବାର ଠାରୁ କାଟିଙ୍ଗିଆ ବନ୍ଦ କରିଛନ୍ତି।...

ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ଜିଲାପାଳ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବୁଡିପଦର ଓ ତଳମଲାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ବୁଧବାର ଅପରାହ୍ନରେ ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ପରିଦର୍ଶନ...

ଘରଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ବନ୍ତ,୮ା୪(ନି.ପ୍ର.): କରୋନା ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା...

ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର

ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା...

୨୪ ଦିନରେ ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ: ଟୋକନ୍‌ ସମସ୍ୟାରେ ଚାଷୀ କଟ୍‌ନିଛଟ୍‌ନିକୁ ନେଇ ଅସନ୍ତୋଷ

ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ...

କାକାଙ୍କୁ ଟାଙ୍ଗିଆରେ ହାଣିଲେ ପୁତୁରା

ରେଢ଼ାଖୋଲ,୧୫ା୯(ଡି.ଏନ.ଏ.): ରେଢ଼ାଖୋଲ ଥାନା ଘୋଷରାମାଳ ଗ୍ରାମରେ ପୁତୁରାର ଟାଙ୍ଗିଆ ଚୋଟରେ କାକା ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ...

ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଶିଥିଳ

ଅନୁଗୋଳ ଅଫିସ, ୨।୧ – ଅନୁଗୋଳ ଜିଲାରେ ଦୁର୍ନୀତିର ଚେର ମାଡ଼ିଚାଲିଛି। ବିନା ପିସିରେ କୌଣସି କାମ ହେଉ ନ ଥିବା ଅଭିଯୋଗ ହେଉଛି। ହେଲେ...

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨...

Advertisement
Archives

Model This Week