ନିଖୋଜ ବୃଦ୍ଧାଙ୍କ ମୃତଦେହ ଜବତ

ପରଜଙ୍ଗ, ୧୯।୫ (ଡି.ଏନ୍‌.ଏ.) : ପରଜଙ୍ଗ ବ୍ଲକ କନ୍ଦରସିଂହା ପଞ୍ଚାୟତ ନୂଆଗଁାର ସୁମ ବେହେରା (୯୨)ଙ୍କ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ମହୁଲପାଳ ପଞ୍ଚାୟତ କମଗରା ଘାଟ ନିକଟ ବ୍ରାହ୍ମଣୀ ନଦୀରୁ ମିଳିଛି। ସେ ଗତ ୧୫ ତାରିଖରୁ ନିଖୋଜ ଥିଲେ। ପଣ୍ଡୁଆ ଫାଣ୍ଡି ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଚଳାଇଛି। କାମାକ୍ଷାନଗର ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ବ୍ରାହ୍ମଣୀ ନଦୀ କୂଳରେ ସୁମଙ୍କ ଘର ହୋଇଥିବାରୁ ସେ ବୁଡ଼ିଯାଇଥିବା ସନ୍ଦେହ କରାଯାଉଥିଲା। ପୋଲିସ, ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଜାରି ରହିଥିଲା। କନ୍ଦରସିଂହା ଗ୍ରାମରେ ଚନ୍ଦନଯାତ୍ରା ଚାଲିଥିବାବେଳେ ବୃଦ୍ଧାଙ୍କ ଏଭଳି ମୃତ୍ୟୁ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri