କଟକରେ ଚାଞ୍ଚଲ୍ୟ: ଘର ଭିତରୁ ମା’ ଝିଅଙ୍କ ମୃତଦେହ ଉଦ୍ଧାର

କଟକ ଅଫିସ,୧୮।୧୨-କଟକ ସେଲ୍ଟର ଛକ ଷ୍ଟେଟ୍‌ ବ୍ୟାଙ୍କ କଲୋନୀର ଏକ ଘରୁ ଶୁକ୍ରବାର ମା’ ଝିଅଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମା’ର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବାବେଳେ ଘର ଭିତରେ ୭ ମାସ ଝିଅର କ୍ଷତାକ୍ତ ମୃତଦେହ ପଡି ରହିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବରପାଇ ବିଡାନାସୀ ପୋଲିସ, ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri