ବୋହୂ କରୋନା ଆକ୍ରାନ୍ତ ହେବା ପରେ ଘରୁ ମିଳିଲା ଶାଶୁ-ଶ୍ୱଶୁରଙ୍କ ମୃତଦେହ

ବ୍ରଜରାଜନଗର,୨୮ା୫: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା କାଳୀନଗର କଲୋନୀ ଏକ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ପୋଲିସ ସୂଚନା ଅନୁଯାୟୀ ଉକ୍ତ କ୍ୱାର୍ଟର୍ସରେ ସଦାନନ୍ଦ ବିଶ୍ୱାଳ (୮୦) ଓ ତାଙ୍କର ସ୍ତ୍ରୀ ମାୟା ବିଶ୍ୱାଳ ପୁଅ ବୋହୂଙ୍କ ସହ ରହୁଥିଲେ।

୬ ଦିନ ତଳେ ଦମ୍ପତିଙ୍କ ବୋହୂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ଏନେଇ ପୁଅ ମଧ୍ୟ ବୁର୍ଲାରେ ରହିଥିଲେ। ତାଙ୍କର ପଡୋଶୀ ଦିନେ ଦୁଇ ଦିନ ଦମ୍ପତିଙ୍କୁ ଖାଇବାକୁ ଦେଇଥିଲେ। ହେଲେ କୋଭିଡ୍‌ ସଂକ୍ରମିତ ହେବା ଭୟରେ ସେମାନେ ଆଉ ଖାଇବାକୁ ଦେଇ ନ ଥିବା ଜଣାପଡିଛି। ଫଳରେ ଉଭୟ ସ୍ବାମୀ ସ୍ତ୍ରୀ କବାଟ ବନ୍ଦ କରି ଘରେ ରହିଥିଲେ। ଶୁକ୍ରବାର କ୍ୱାର୍ଟର୍ସରୁ ଦୁର୍ଗନ୍ଧ ବାହାରିବାରୁ ପଡୋଶୀ ଏ ସମ୍ପର୍କରେ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ତାଲା ଭାଙ୍ଗିବା ଉଭୟଙ୍କ ମୃତଦେହ ଖଟରେ ପଡିଥିବା ଦେଖିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri