ବୋହୂ କରୋନା ଆକ୍ରାନ୍ତ ହେବା ପରେ ଘରୁ ମିଳିଲା ଶାଶୁ-ଶ୍ୱଶୁରଙ୍କ ମୃତଦେହ

ବ୍ରଜରାଜନଗର,୨୮ା୫: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା କାଳୀନଗର କଲୋନୀ ଏକ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ପୋଲିସ ସୂଚନା ଅନୁଯାୟୀ ଉକ୍ତ କ୍ୱାର୍ଟର୍ସରେ ସଦାନନ୍ଦ ବିଶ୍ୱାଳ (୮୦) ଓ ତାଙ୍କର ସ୍ତ୍ରୀ ମାୟା ବିଶ୍ୱାଳ ପୁଅ ବୋହୂଙ୍କ ସହ ରହୁଥିଲେ।

୬ ଦିନ ତଳେ ଦମ୍ପତିଙ୍କ ବୋହୂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ଏନେଇ ପୁଅ ମଧ୍ୟ ବୁର୍ଲାରେ ରହିଥିଲେ। ତାଙ୍କର ପଡୋଶୀ ଦିନେ ଦୁଇ ଦିନ ଦମ୍ପତିଙ୍କୁ ଖାଇବାକୁ ଦେଇଥିଲେ। ହେଲେ କୋଭିଡ୍‌ ସଂକ୍ରମିତ ହେବା ଭୟରେ ସେମାନେ ଆଉ ଖାଇବାକୁ ଦେଇ ନ ଥିବା ଜଣାପଡିଛି। ଫଳରେ ଉଭୟ ସ୍ବାମୀ ସ୍ତ୍ରୀ କବାଟ ବନ୍ଦ କରି ଘରେ ରହିଥିଲେ। ଶୁକ୍ରବାର କ୍ୱାର୍ଟର୍ସରୁ ଦୁର୍ଗନ୍ଧ ବାହାରିବାରୁ ପଡୋଶୀ ଏ ସମ୍ପର୍କରେ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ତାଲା ଭାଙ୍ଗିବା ଉଭୟଙ୍କ ମୃତଦେହ ଖଟରେ ପଡିଥିବା ଦେଖିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ଦେଢ଼ କିମି

ପରଜଙ୍ଗ, ୨୬।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମରେ ଖରାଦିନ ପୂର୍ବରୁ ଦେଖାଦେଇଛି ପାନୀୟଜଳ ସଙ୍କଟ। ଏଠାରେ...

ଷ୍ଟେଶନରେ ଅକ୍ସିଜେନ ଟ୍ୟାଙ୍କର ଲିକ୍‌

ରାୟଗଡ଼ା ଅଫିସ,୨୫।୫: ରାୟଗଡ଼ା ରେଳ ଷ୍ଟେଶନରେ ସୋମବାର ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଲିକ୍‌ ହୋଇଥିବାବେଳେ ଅଳ୍ପକେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମାଲବାହୀ ଟ୍ରେନ୍‌...

ବକେୟା ବିଲ୍‌ ଆଦାୟ କରିବାକୁ ଯାଇ ମାଡ଼ ଖାଇଲେ

ସମ୍ବଲପୁର,୨୯ା୩ (ବ୍ୟୁରୋ): ଟିପିଡବ୍ଲ୍ୟୁଓଡିଏଲ୍‌ କର୍ମଚାରୀମାନେ ବକେୟା ବିଦ୍ୟୁତ ବିଲ ସଂଗ୍ରହ କରିବାକୁ ସୁନ୍ଦରଗଡ ଜିଲା ଡିଭିଜନ ଗୋପାଳପୁର ସେକ୍ସନ ଅଧୀନ ତିସୁରିଆ ଗ୍ରାମକୁ ଯାଇଥିଲେ। ଉକ୍ତ...

ଦୋକାନରେ ଚଢ଼ାଉ, ୨୭ କେଜି ପଲିଥିନ ଜବତ

ଭଞ୍ଜନଗର,୧୯।୬(ଡି.ଏନ.ଏ)-ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ତଥାପି ବେଧଡ଼କ ବହୁଳ ଭାବେ ଏହାର ବ୍ୟବହାର ଚାଲିଛି। ଭଞ୍ଜନଗର ସହରରେ ବହୁଳ ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର...

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ...

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଟୋକନ କଟିବା ପ୍ରତିବାଦରେ ସମିତିରେ ତାଲା ପକାଇଲେ ଚାଷୀ

ବାସୁଦେବପୁର, ୧୭ା୩(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଖରିଦା ବିନାୟକପୁର ସେବା ସମବାୟ ସମିତିରେ ଚାଷୀଙ୍କଠାରୁ ଧାନ କିଣା ନେଇ ଅବ୍ୟବସ୍ଥା ଲାଗି ରହିଛି। ୩୧ ଜଣ...

ଛତ୍ରପୁର ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସାନିଟାଇଜେଶନ ମେଶିନ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍‌ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି।...

Advertisement
Archives

Model This Week