ବ୍ଲକ କାର୍ଯ୍ୟାଳୟରୁ ରାତ୍ରି ଜଗୁଆଳିଙ୍କ ମୃତଦେହ ଜବତ

ବେତନଟୀ,୨ା୧୦(ଧରଣୀଧର ମହାନ୍ତି): ବେତନଟୀ ବ୍ଲକ କାର୍ଯ୍ୟାଳୟ ବାରଣ୍ଡାରୁ ସୋମବାର ସକାଳେ ଜଣେ ରାତ୍ରି ଜଗୁଆଳିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ବେତନଟୀ ଥାନା ଅଧୀନ ଦାନ୍ତିଆମୁଁହା ଗ୍ରାମର ବୁଧୁ ସିଂ (୩୮)।
ସୂଚନା ଅନୁଯାୟୀ, ବୁଧୁ ସିଂ ୧୨ ବର୍ଷ ହେବ ବେତନଟୀ ବ୍ଲକ କାର୍ଯ୍ୟାଳୟରେ ରାତ୍ରି ଜଗୁଆଳି ଭାବେ କାର୍ଯ୍ୟରତ ଥିଲେ। ସକାଳେ ବ୍ଲକ ବାରଣ୍ଡାରେ ସେ ମୁହଁମାଡି ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବରପାଇ ଏସ୍‌ଡିପିଓ ସୁଦର୍ଶନ ଦାସ, ଥାନା ଆଇଆଇସି ସସ୍ମିତା ମହାନ୍ତ ପ୍ରମୁଖ ପହଞ୍ଚତ୍ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ବ୍ଲକ କାର୍ଯ୍ୟାଳୟରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରିଛନ୍ତି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୫୦/୨୩) ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri