ଷ୍ଟେଶନ ନିକଟରୁ ରେଳ ଫାଟକ କର୍ମଚାରୀଙ୍କ ମୃତଦେହ ଜବତ

ବାରିପଦା ଅଫିସ, ୨।୧: ମୟୂରଭଞ୍ଜ ଜିଲା ବାରିପଦା ଷ୍ଟେଶନ ବଜାର ରେଳଷ୍ଟେଶନ ନିକଟରୁ ଶନିବାର ସକାଳେ ଜଣେ ରେଳ ଫାଟକ କର୍ମଚାରୀଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ପଢୁଆ ପଞ୍ଚାୟତର ଭଗବାନ ମହାନ୍ତି।
ଭଗବାନ ରେଳ ବିଭାଗରେ ଜଣେ ଠିକା କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଶୁକ୍ରବାର ଗତକାଲି ରାତିରେ ଆଉ ଜଣେ ରେଳ କର୍ମଚାରୀ ତାଙ୍କୁ ଘରୁ ଡାକି ନେଇଥିଲେ ବୋଲି ଜଣାପଡ଼ିଛି। ଖବର ପାଇଁ ଜିଆରପି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମତ୍ୟୁର ପ୍ରକୃତ କାରଣ ଜଣାପଡ଼ିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୪ ମଇଁଷି ମୃତ, ଚାଷୀଙ୍କୁ ୪ କ୍ଷତିପୂରଣ ଦେବାକୁ ଦାବି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବାହୁଦା ନଦୀପଠାରେ ଓହଳି ରହିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ଶନିବାର ୪ ମଇଁଷିଙ୍କ ମୃତ୍ୟୁ...

ସିରିଜ ଲୁଟ୍‌ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା

ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି...

ଅର୍ଡର ବାତିଲ ହେଲେ ଖୁସି ବାଣ୍ଟୁଛନ୍ତି ଡେଲିଭରି ବୟ ସଞ୍ଜୀବ

କଟକ ଅଫିସ,୨୯ା୫:କଟକର ଜଣେ ସ୍ବିଗି ଡେଲିଭରି ବୟଙ୍କ ପ୍ରଶଂସନୀୟ କାର୍ଯ୍ୟ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେଉଛି। ଜଣେ ଅସହାୟ ବୃଦ୍ଧଙ୍କୁ ସେ ଏକ...

ପୋଡ଼ିଲେ ମାଓବାଦୀ ପୋଷାକ, ସମାଜର ମୁଖ୍ୟସ୍ରୋତରେ ହେଲେ ସାମିଲ

ଚିତ୍ରକୋଣ୍ଡା,୧୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସଫଳ ହେବାକୁ ଲାଗିଛି ସରକାରଙ୍କ ଆଣ୍ଟି ମାଓବାଦୀ ଅପରେଶନ। ଜିଲାରୁ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ଭାବରେ ମୂଳପୋଛ କରିବା ପାଇଁ ବିଏସ୍‌ଏଫ୍‌ ଆସିବା...

ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୯।୮ : ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଶାସନ ପକ୍ଷରୁ ପ୍ରଥମେ...

ତିଳେଇବଣି ବ୍ଲକଠାରେ କୋଭିଡ-୧୯ ଟିକାକରଣ

ଦେବଗଡ,୧୯ା୧ (ଡ଼ି.ଏନ୍‌.ଏ.)- ଦେବଗଡ ଜିଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କୋଭିଡ଼୍‌-୧୯ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ା ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର...

ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ୧୨ ଘଣ୍ଟିଆ କାମାକ୍ଷାନଗର ବନ୍ଦ

କାମାକ୍ଷାନଗର,୧୩ା୧୦(ଡି.ଏନ୍‌.ଏ.): ଜଣେ ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ଗୁରୁବାର ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ଓକିଲ ସଂଘ। ଫଳରେ ଏହି...

ବିଦ୍ୟାଳୟରେ ପାଣି ସମସ୍ୟା ଉତ୍କଟ

ଢେଙ୍କାନାଳ ଅଫିସ୍‌, ୩୧।୩: ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡ ଅଧୀନ ସିମିଳିଆ ପ୍ରାଥମିକ ବିଦ୍ୟାଳୟରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ସ୍କୁଲରେ ପଢୁଥିବା ୧୬୧...

Advertisement
Archives

Model This Week