ବନ୍ଦ ଘରୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୨।୧୦: ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ରେଲୱେ କ୍ୱାଟର୍ସରେ ବନ୍ଦ ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ଯଶୋବନ୍ତ ବେହେରା(୩୫)। ସେ ବନ୍ଧମୁଣ୍ଡା ଡିଜେଲ କଲୋନୀ କ୍ୱାର୍ଟର୍ସ ନଂ ଡିଏଲ-୮/୨ରେ ରହୁଥିବା ବେଳେ ବନ୍ଧମୁଣ୍ଡା ରେଳ ଡିଭିଜନରେ କାମ କରନ୍ତି । ଗତ ଦୁଇଦିନ ହେଲା ତାଙ୍କ ଘରୁ ଦୁର୍ଗନ୍ଧ ବାହାରିବାରୁ ପଡୋଶୀ ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯଶୋବନ୍ତଙ୍କୁ ତାଙ୍କ ଖଟ ଉପରେ ମୃତ ଅବସ୍ଥାରେ ପଡିଥିବା ଦେଖିଥିଲା ଏବଂ ମୃତଦେହ ଜବତ କରିଥିଲା। ପୋଲିସ ଏ ନେଇ ଏକ ମାମଲା (ନଂ.୧୬/୨୧) ରୁଜୁ କରି ତଦନ୍ତ ଚଳାଇଛି। କିନ୍ତୁ ଯଶୋବନ୍ତଙ୍କ ମୃତ୍ୟୁର କାରଣ ଏ ଯାଏ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଖଣିଜ ପାଣ୍ଠି ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ:ଅଧାପନ୍ତରିଆ କାର୍ଯ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ ଜିଲାପାଳ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପେନ୍‌ସନ୍‌ଭୋଗୀଙ୍କ ବିକ୍ଷୋଭ

କେନ୍ଦୁଝର,୧୩।୩(ସ୍ବ.ପ୍ର.): ଇପିଏଫ୍‌ ପେନ୍‌ସନ୍‌ ଆସୋସିଏଶନ କେନ୍ଦୁଝର ଶାଖା ପକ୍ଷରୁ ୩ ଦଫା ଦାବିରେ ଶୁକ୍ରବାର ବିକ୍ଷୋଭ କରାଯାଇଛି। ଟେଲିଫୋନ୍‌ ଭବନ ଛକରୁ ପେନସନ୍‌ଧାରୀମାନେ ଏକ ଶୋଭାଯାତ୍ରାରେ...

ଚିକିତ୍ସା ଲାଗି ଟଁକା ବାଧକ୍‌: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ଚିନ୍ମୟୀ

କେସିଙ୍ଗା, ୧୦।୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଓ୍ବାର୍ଡ ନଂ.୩ର ବାସିନ୍‌ଦା ହେଉଛନ୍‌ ବିନୋଦ ବିଶି(୨୬)। ପରିବାର କହେଲେ ମାଏକିନା ପିରବତୀ ବିଶି(୨୩) ଆର...

ଗ୍ରାମସଭାରେ ଗଣ୍ଡଗୋଳ, ଜଣେ ମୃତ

ଛେଣ୍ଡିପଦା,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତ ଗୋହିରାପଶିରେ ମଙ୍ଗଳବାର ରାତି ୯ଟାରେ ଗ୍ରାମସଭା ଚାଲିଥିବାବେଳେ ଗଣ୍ଡଗୋଳ ଘଟି ସ୍ଥାନୀୟ ଅଞ୍ଚଳର ଅନାମ ଖିଲାରଙ୍କ ମୃତ୍ୟୁ...

ନକଲି ପନିର ପରେ ଚା’

କଟକ ଅଫିସ/କଟକ ସଦର, ୭।୧: ବର୍ଷବର୍ଷ ଧରି ସହରରେ ନକଲି ସାମଗ୍ରୀର ଚାଲିଥିବା କାରବାର ଏବେ ଧୀରେ ଧୀରେ ପଦାକୁ ଆସୁଛି। ନକଲି ମସଲା, ଘିଅ,...

ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ...

ଧାନଖଳାରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଦୁର୍ବୃତ୍ତ: ଜଳିଗଲା ୧୬୦ କ୍ୱିଣ୍ଟାଲ ଧାନ

ଲୋଇସିଂହା,୨୨।୧୨(ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଗୁର୍ଜିଭଟା ଗାଁର ଏକ ଧାନଖଳାରେ କେହି ଦୁର୍ବୃତ୍ତ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଏଥିରେ...

ଘରେ ପଶି ଶାଶୁ ବୋହୂଙ୍କ ଗଳା କାଟିଦେଲେ

ବଲାଙ୍ଗୀର ଅଫିସ/ଗୁଡଭେଲା, ୩୧।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଶୁଭ୍ରାଂଶୁ...

Advertisement
Archives

Model This Week