କୂଅରୁ ମିଳିଲା ଯୁବକଙ୍କ ମୃତଦେହ

କୋକସରା,୧୧ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟସ୍ଥ ଏକ କୂଅରୁ ଠାବ ହୋଇଛି। ମୃତ ଯୁବକ ହେଲେ ସେହି ଗ୍ରାମର ଚିନ୍ତାମଣି ପଟେଲଙ୍କ ପୁଅ ଧର୍ମେନ୍ଦ୍ର (୩୬)। ତେବେ କେଉଁ ପରିସ୍ଥିତିରେ ଧର୍ମେନ୍ଦ୍ର କୂଅରେ ପଡ଼ି ମୃତ୍ୟୁବରଣ କଲେ ତାହା ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକଙ୍କ ନିକଟରୁ ଖବର ପାଇ କୋକସରା ଦମକଳ ବିଭାଗ କର୍ମଚାରୀ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରିଛନ୍ତି। କୋକସରା ଡାକ୍ତରଖାନାରେ ଶନିବାର ମୃତଦେହ ବ୍ୟବଚ୍ଛେଦ ହୋଇଛି। ଏନେଇ କୋକସରା ଥାନାରେ କେସ୍‌ ନମ୍ବର ୨୬/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଓ ତଦନ୍ତ ପରେ କାରଣ ଜଣାପଡ଼ିବ ବୋଲି କୋକସରା ଥାନା ଏଏସ୍‌ଆଇ ମମତା ଶବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri