ବସ୍‌ଷ୍ଟାଣ୍ଡ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଧବାଡିହା ବସ୍‌ଷ୍ଟାଣ୍ତ ନିକଟରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ କେନ୍ଦୁଝରଗଡ଼ ପୌରପାଳିକା ୪ନଂ ଓ୍ବାର୍ଡ ଆଟପୁର ସ୍ବର୍ଗତ ଜଟ ନାଏକଙ୍କ ପୁଅ ବୁଟୁ(୨୨)।

ସୂଚନାନୁଯାୟୀ, ଶନିବାର ସକାଳେ ସ୍ଥାନୀୟ ଲୋକେ ବସ୍‌ଷ୍ଟାଣ୍‌ତ ନିକଟରେ ବୁଟୁ ପଡ଼ିଥିବା ଦେଖିବାକୁ ପାଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ୯୦/୨୩ରେ ଏକ ମାମଲା ରୁଜୁ କରିବା ସହିତ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ଆଜି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ସରକାରୀ ସହାୟତା ଅପେକ୍ଷାରେ ୩ ଜୁଆଙ୍ଗ ଅନାଥ ଶିଶୁ

କେନ୍ଦୁଝର,୧୫ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅନ୍ତର୍ଗତ କୋଡ଼ିପଶା ପଞ୍ଚାୟତର ଦୁଆରଶୁଣି ଗ୍ରାମର କାହ୍ନୁ ଜୁଆଙ୍ଗଙ୍କ ବାପା ମା’ ଛେଉଣ୍ଡ ତିନି ସନ୍ତାନଙ୍କୁ ସହାୟତା ଦେବାକୁ ଦାବି…

ସାନକୁଣ୍ଡ ଜଳପ୍ରପାତରେ ଫସି ରହିଛନ୍ତି ବୃଦ୍ଧା, ପଥରଖଣ୍ଡକୁ ଧରି ଝୁଲି ରହି…

ପାଟଣା,୧୫ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ଆର୍‌ଆଇ ସର୍କଲ ଘାଟ ବାଲିଯୋଡ଼ି ସ୍ଥିତ ବୈତରଣୀ ନଦୀର ସାନକୁଣ୍ଡରେ ଶୁକ୍ରବାର ଜଣେ ବୃଦ୍ଧା ବିପଜ୍ଜନକ ଭାବେ…

ପେଟ୍ରୋଲ ପମ୍ପଗୁଡ଼ିକରେ ନାହିଁ ତେଲ: ଲୋକେ ହନ୍ତସନ୍ତ

ପାଟଣା,୧୫।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ଥିବା ଶିବ କୃପା ପେଟ୍ରୋଲ ପମ୍ପ ,ବିଶ୍ୱକର୍ମା ପେଟ୍ରୋଲ ପମ୍ପ ଓ ସାହାରପଡା ବ୍ଲକ ସଞ୍ଜୁ କ୍ରୀଷ୍ଣା…

ଚାଲୁଥିଲା ଟ୍ରେନ୍‌, ହଠାତ୍‌ ପଶିଆସିଲା ଗଜରାଜ: ଆଉ ତା’ପରେ ଯାହା ଘଟିଲା…

କେନ୍ଦୁଝର,୧୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ସିତାବିଞ୍ଜ ବସନ୍ତପୁର ରେଲଲାଇନରେ ଗୋଟିଏ ଦନ୍ତା ହାତୀ ରେଳ ଲାଇନ ଅତିକ୍ରମ କରୁଥିବାବେଳେ ଏକ ମାଲବାହୀ…

ରୋଶଣି ନେଇ ବରଘରକୁ ଗଲେ କନିଆ: ପଛର କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କେନ୍ଦୁଝର,୧୫ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):ସାଧାରଣତଃ ହିନ୍ଦୁ ବିବାହରେ ବର ରୋଶଣିକରି ବ୍ୟାଣ୍ଡ୍‌ ବାଜା ସହ ନାଚଗୀତକରି ଓ ବାଣ ଫୁଟାଇ କନ୍ୟାଘରକୁ ଯାଇଥାଏ। ସେଠାରେ ରୀତିନୀତିରେ ବାହାଘର ପରେ…

ଜିତୁ ମୁଣ୍ଡାଙ୍କ କାହାଣୀକୁ ନେଇ ହେବ ଚଳଚ୍ଚିତ୍ର, ଚୁକ୍ତିକଲେ ନିର୍ଦ୍ଦେଶକ ଅଶୋକ ପତି

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀ କାଲାରାଙ୍କ ନାମରେ ଥିବା ଟଙ୍କା ଉଠାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri