ତିରିଶ ଘଣ୍ଟା ପରେ ମିଳିଲା ମୃତଦେହ

କେନ୍ଦୁଝର,୨।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ଶିରିପୁର ସ୍ଥିତ ପୋଖରୀରେ ବୁଡି ଯାଇଥିବା ବ୍ୟକ୍ତିଙ୍କ ମୃତଦେହ ତିରିଶ ଘଣ୍ଟା ପରେ ମିଳିଲା। ପୋଖରୀରେ ଭାସୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖି ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତେବେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୁରୁବାର ଅନ୍ୟ ତିନିଜଣଙ୍କ ସହ ହାଣ୍ଡିଆ ପିଇ ଚାଲି ଚାଲି ଫେରୁଥିବା ବେଳେ ପୋଖରୀକୁ ଡେଇଁ ପଡ଼ିଥିଲେ। ବୁଡି ଯିବା ପରେ ଦମକଳ ବାହିନୀ ବହୁତ ଖୋଜା ଖୋଜି କରି ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥଇଥାନ ନ କରି ଉଚ୍ଛେଦକୁ ନିନ୍ଦା

ତାଳଚେର, ୩୦ା୧୦(ନି.ପ୍ର.)- ତାଳଚେର ଭାଲୁଗାଡିଆ ଗ୍ରାମରେ ୪ଶହ ପରିବାର ବସବାସ କରୁଛନ୍ତି। ଗ୍ରାମର ୬୬୩.୫୪ ଏକର ଜମି ଅଧିଗ୍ରହଣ ନିମନ୍ତେ ୨୦୦୩ରେ ୪(୧) ନୋଟିସ ହୋଇଥିଲା।...

ସମୁଦ୍ରରେ ଭାସି ଯାଉଥିବାବେଳେ ୩ ଉଦ୍ଧାର

ଗୋପାଳପୁର,୩୧ା୧୦-ସମୁଦ୍ରରେ ଭାସି ଯାଉଥିବା ମା’ ପୁଅଙ୍କ ସମେତ ୩ ଜଣଙ୍କୁ ବୁଧବାର ଉଦ୍ଧାର କରାଯାଇଛି। ସେମାନେ ହେଲେ କଲିକତାର ପ୍ରୋବି କୁମାର ଦତ୍ତଙ୍କ ସ୍ତ୍ରୀ ପୋମ୍ପା...

ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ

ଦେବଗଡ଼,୩୧।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା।...

ଗଞ୍ଜାମର ୫ ସରକାରୀ ଗୋଦାମରେ ଚାଉଳ ଅସୁରକ୍ଷିତ

ଛତ୍ରପୁର,୧୭ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାର ୫ ସରକାରୀ ଗୋଦାମରେ ଚାଉଳ ଅସୁରକ୍ଷିତ ଭାବେ ରଖାଯାଉଛି। ସେଗୁଡିକ ମଧ୍ୟରେ ହିଞ୍ଜିିଳି ଚାଉଳ ରିସିଭିଂ ସେଣ୍ଟର ଗୋଦାମ, ଜଗନ୍ନାଥପୁରସ୍ଥିତ ଯୋଗାଣ ନିଗମ...

ଅଗ୍ନିପଥ’କୁ ବିରୋଧ କରି ଜାତୀୟ ରାଜପଥ ଅବରୋଧ

ଭଦ୍ରକ ଅଫିସ,୨୦ା୬: ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରି ସୋମବାର ପୂର୍ବାହ୍ନରେ ଭଦ୍ରକ ବନ୍ତ ଛକଠାରେ ଆଶାୟୀ ଯୁବକମାନେ ୧୬ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ସାମାଜିକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସରକାରୀ ସହାୟତା ଦାବି

ନୂଆପଡ଼ା ଅଫିସ,୧୧ା୬: ତେଲଙ୍ଗାନାକୁ କାମ କରିବାକୁ ଯାଇଥିବା ନୂଆପଡ଼ା ସଦର ମହୁହାଭଟା ଗ୍ରାମର ଶମ୍ଭୁ ରଣା(୨୪)ଙ୍କ ଗତ ୮ ତାରିଖରେ ମୃତ୍ୟୁ ଘଟିଥିଲା। ତିନି ଦିନ...

ହୁଇଲ ଚେୟାର ଆଇପିଏଲ ଖେଳିବେ ଦିବ୍ୟାଙ୍ଗ ଚକ୍ରଧର

ବଲାଙ୍ଗୀର ଅଫିସ, ୧୧ା୬ ବଲାଙ୍ଗୀର ଜିଲା ସଦର ବ୍ଳକ୍‌ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଦିବ୍ୟାଙ୍ଗ ଯୁବକ ଚକ୍ରଧର ନାଏକ (୩୦) ା ତାଙ୍କ ମାତା ଉର୍ମିଳା...

ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ

ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍‌ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା...

Advertisement
Archives

Model This Week