ବଡିଗାର୍ଡଙ୍କୁ ପରିବାରର ସଦସ୍ୟ ଭାବନ୍ତି ସଲମାନ: ବାର୍ଷିକ ଦରମା ଜାଣିଲେ …

ବଲିଉଡ ତାରକାଙ୍କ ସୁରକ୍ଷା ଦାୟିତ୍ୱ ତାଙ୍କ ବଡିଗାର୍ଡଙ୍କ ଉପରେ ରହିଥାଏ। ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ଭିଡ଼ ମଧ୍ୟରେ ହେଉଥିବା ଅସୁବିଧା ପର୍ଯ୍ୟନ୍ତ ସେମାନେ ତାରକାଙ୍କୁ ବଞ୍ଚାଇଥାନ୍ତି। ଏଭଳି ପରିସ୍ଥିତିରେ ତାରକାମାନଙ୍କ ମନୋଭାବ ଜାଣିବା ମଧ୍ୟ ଜରୁରୀ । ଏମିତି କିଛି ସେଲିବ୍ରିଟିି ଅଛନ୍ତି ଯେଉଁମାନେ ନିଜର ବଡିଗାର୍ଡଙ୍କୁ ପରିବାରର ସଦସ୍ୟ ବୋଲି ବିବେଚନା କରିଥାନ୍ତି। ଆମେ ଆପଣଙ୍କୁ ବଲିଉଡ୍‌ର ସୁପରଷ୍ଟାର ଭାଇଜାନଙ୍କ ବଡିଗାର୍ଡଙ୍କ ବିଷୟରେ କହୁଛୁ। ଶେରାଙ୍କ ବିଷୟରେ ଜାଣନ୍ତୁ କିଛି ବିଶେଷ କଥା।
ଭାଇଜାନଙ୍କ ବଡିଗାର୍ଡ ଶେରା। ଶେରା ଗତ କିଛି ବର୍ଷ ଧରି ସଲମାନଙ୍କ ସହ ଅଛନ୍ତି। ଏପରିକି ସଲମାନ ତାଙ୍କୁ ତାଙ୍କ ପରିବାର ସଦସ୍ୟଠାରୁ ମଧ୍ୟ କିଛି କମ ଭାବନ୍ତି ନାହିଁ। ଶେରାର ପ୍ରକୃତ ନାମ ଗୁରୁମିତ ସିଂ ଜଲି । ସୂଚନା ଅନୁଯାୟୀ, ସୁରକ୍ଷା ପାଇଁ ଶେରା ବର୍ଷକୁ ପ୍ରାୟ ୨ କୋଟି ଟଙ୍କା ନେଇଥାନ୍ତି, ଅର୍ଥାତ ସେ ମାସକୁ ୧୬ ଲକ୍ଷ ଟଙ୍କା ଫି ଭାବରେ ନେଇଥା’ନ୍ତି । ଶେରା ଶିଖ ପରିବାରର, ଜନ୍ମଗ୍ରହଣ କରିଥିଲେ। ପିଲାଦିନରୁ ତାଙ୍କୁ ବଡି ବିଲ୍‌ଡିଂ ପସନ୍ଦ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri