ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣୁଥିବା ବୋଲେରୋ ଓଲଟିଲା, ଆଉ ତା’ ପରେ…

କେନ୍ଦ୍ରାପଡ଼ା,୨୧ା୨: ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣି ଆସୁଥିବା ଏକ ବୋଲେରୋ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ସାମାନ୍ୟ ଆହତ ହୋଇଛନ୍ତି। ଏହି ବୋଲୋରୋରେ ୧୧ ଜଣ ପରୀକ୍ଷାର୍ଥୀ ବାଘମାରୀ ନାଗାନାରାୟଣ ସ୍କୁଲକୁ ଆସୁଥିଲେ l  ବାଟରେ ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ବୋଲେରୋଟି ଓଲଟି ପଡ଼ିଥିଲା।

ସୂଚନାନୁସାରେ, ରାଜ୍ୟର ମୋଟ୍‌ ୨୯୭୯ କେନ୍ଦ୍ରରେ ୫,୧୦,୭୭୮ ଜଣ ମାଟ୍ରିକ୍‌ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୦୨ଟି କେନ୍ଦ୍ରରେ ୭୭୬୬ ଜଣ ଓ ମଧ୍ୟମା ପରୀକ୍ଷା ୫୨ଟି କେନ୍ଦ୍ରରେ ୩୭୯୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ତିନୋଟିଯାକ ପରୀକ୍ଷାର ପ୍ରଶ୍ନପତ୍ର ସୁରକ୍ଷିତ ଭାବେ ଗଚ୍ଛିତ ରଖିବା ପାଇଁ ୩୦ଟି ଜିଲାରେ ୩୧୪ ନୋଡାଲ କେନ୍ଦ୍ର କରାଯାଇଛି। ସେଥିମଧ୍ୟରେ ପୋଲିସ ଥାନାରେ ୨୧ଟି ନୋଡାଲ କେନ୍ଦ୍ର ଓ ବିଟ୍‌ ହାଉସ୍‌ରେ ଗୋଟିଏ କେନ୍ଦ୍ର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ବାତ୍ୟା ଆଶଙ୍କା ଭିତରେ ଗହୀରମଥା ଦ୍ୱୀପରେ ଭୟ, ବିପଦରେ ୩୦ରୁ ଅଧିକ ମତ୍ସ୍ୟଜୀବୀ ପରିବାର

ମହାକାଳପଡ଼ା,୨୧।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଗହୀରମଥା ସାମୁଦ୍ରିଳ ଅଭୟାରଣ୍ୟର କେତେକ ଛୋଟ ଛୋଟ ଦ୍ବୀପ ପୁଞ୍ଜ ରହିଛି । ଏହି ଦ୍ବୀପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?