ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ବଲିଉଡର ଏହି ଅଭିନେତା: ସାହାଯ୍ୟ ପାଇଁ ଅନୁରୋଧ କଲେ ପୂଜା ଭଟ୍ଟ

ବଲିଉଡ ଅଭିନେତା ଫରାଜ ଖାନ୍‌ ବର୍ତ୍ତମାନ ବାଙ୍ଗାଲୋରର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ମସ୍ତିଷ୍କ ସଂକ୍ରମଣ ଓ ନିମୋନିଆ ଯୋଗୁ ସେ ଗୁରୁତର ହୋଇ ଚିକିତ୍ସାଧିନ ଅଛନ୍ତି। ଏପରିସ୍ଥିତିରେ ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ପୂଜା ଭଟ୍ଟ ଫରାଜଙ୍କ ଏକ ଫଟୋ ଟୁଇଟ କରି ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଛନ୍ତି। ପୂଜା ଟୁଇଟରେ ଉଲ୍ଲେଖ କରିଛନ୍ତି, ଦୟା କରି ଆପଣ ଏହି ଟୁଇଟକୁ ବହୁ ମାତ୍ରାରେ ଶେୟାର କରନ୍ତୁ ଏବଂ ଫରାଜଙ୍କୁ ସାହାଯ୍ୟ କରନ୍ତୁ। ମୁଁ ମଧ୍ୟ କରୁଛି । ଯଦି ଆପଣଙ୍କ ମଧ୍ୟରୁ କେହି ଏହା କରିପାରିବେ ତେବେ ମୁଁ ଆପଣଙ୍କ ନିକଟରେ କୃତଜ୍ଞ ରହିବି। ବର୍ତ୍ତମାନ ପୂଜା ଭଟ୍ଟଙ୍କ ଏହି ଟୁଇଟ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି।
ସୂଚନାଯୋଗ୍ୟ, ଟିଭି ସିରିଏଲ ମହାଭାରତର ଅଭିନେତା ୟୁସୁଫ ଖାନଙ୍କ ପୁଅ ହେଉଛନ୍ତି ଫରାଜ ଖାନ। ଫାରାଜ ମେହେନ୍ଦି ଏବଂ ଫରେବ ସମେତ ଅନେକ ବଲିଉଡ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?