ବୋତଲରେ ୨.୫ ଇଞ୍ଚର ବୋଇତ

ଖୋର୍ଦ୍ଧା ଅଫିସ,୮ା୧୧: ଉତ୍କଳୀୟ ସଂସ୍କୃତିରେ ବୋଇତ ବନ୍ଦାଣ ଉତ୍ସବର ବିଶେଷ ମହତ୍ତ୍ୱ ରହିଛି। ସବୁଠି ଏହାକୁ ଆନନ୍ଦର ସହ ପାଳନ କରାଯାଏ। ଆ କା ମା ବୈ ମନ୍ତ୍ରଧ୍ୱନିରେ ଗଗନପବନ ମୁଖରିତ ହୋଇଥାଏ। ସକାଳେ ଶ୍ରଦ୍ଧାଳୁମାନେ ପରିବାର ସହ ନଦୀ, ପୋଖରୀ, ସମୁଦ୍ର ତଟରେ ବୋଇତ ବନ୍ଦାପନା କରି ଭସାଇଥାନ୍ତି। ଏହି ପରମ୍ପରା ଅତି ପ୍ରାଚୀନ। ଏହାର ଅବ୍ୟବହିତ ପୂର୍ବରୁ ଜଟଣୀ ହାଟବଜାର ଗୋପୀନାଥପୁରର ସୂକ୍ଷ୍ମ କାରୁକାର୍ଯ୍ୟ ଲାଗି ପରିଚିତ ଏଲ୍‌.ଈଶ୍ୱର ରାଓ ୭୫୦ ଏମ୍‌ଏଲ୍‌ର କାଚ ବୋତଲରେ ୨.୫ ଇଞ୍ଚ ଉଚ୍ଚ ଓ ସାଢେ ୩ ଇଞ୍ଚ ଚଉଡ଼ା ବିଶିଷ୍ଟ ବୋଇତ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ସେ ତୁଳା, ପେପର ଖଣ୍ଡ ଓ କାଚ ବୋତଲ, ଚୁମୁକି, ଜିଙ୍କ୍‌ ଆଦି ବ୍ୟବହାର କରିଛନ୍ତି। ଉତ୍କଳ ସାଧବପୁଅଙ୍କ ନୌବାଣିଜ୍ୟ ସଂସ୍କୃତିର ବାର୍ତ୍ତା ଦେବା ସହ ବୋଇତ ବନ୍ଦାଣ ଉତ୍ସବରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ନଦୀ ଓ ପୋଖରୀରେ ସୁରକ୍ଷିତ ଭାବେ ବୋଇତ ବନ୍ଦାଣ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri