ବିଜେଡି ନାରୀ ନିର୍ଯାତନାର ଅନ୍ତୁଡ଼ିଶାଳ: ଭାଜପା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ନାରୀ ନିର୍ଯାତନାରେ ଓଡ଼ିଶା ଆଜି ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି ା ମହିଳାଙ୍କୁ ସବୁଠୁ ଅଧିକ ଅତ୍ୟାଚାର ଏବଂ ଭୋଟବ୍ୟାଙ୍କ ପାଇଁ ଅଧିକ ବ୍ୟବହାର କରୁଥିବା ଦଳ ହେଉଛି ବିଜୁ ଜନତା ଦଳ ା ୨୩ ବର୍ଷର ବିଫଳତାକୁ ଲୁଚାଇବା ପାଇଁ ବିଜେଡି ବର୍ତ୍ତମାନ ମହିଳାଙ୍କୁ ଅସ୍ତ୍ର କରିଛି ା ରାଜ୍ୟରେ ଘଟିଯାଉଥିବା ଅଧିକାଂଶ ମହିଳା ଉପତ୍ୀଡ଼ନ କ୍ଷେତ୍ରରେ ଶାସକ ଦଳର ନେତା ଓ ମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା କାହାକୁ ଅଛପା ହୋଇ ରହିନାହିଁ ା ବିଜେଡି ନାରୀ ନିର୍ଯାତନାର ଅନ୍ତୁଡ଼ିଶାଳ ହୋଇଛି ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ା
ସେ କହିଛନ୍ତି ଯେ ବିଜୁ ଜନତା ଦଳର ପ୍ରବକ୍ତାମାନେ ଅତ୍ୟନ୍ତ ନିମ୍ନସ୍ତରକୁ ଓହ୍ଲାଇ ଅରୁଚିକର ଲିଖିତ ବକ୍ତବ୍ୟକୁ ପଢ଼ିଦେଉଛନ୍ତି ା ମହିଳା ସମ୍ମାନ ପ୍ରସଙ୍ଗରେ କାଚଘରେ ରହୁଥିବା ବିଜେଡିର ପ୍ରବକ୍ତାମାନେ ଅନ୍ୟ ଉପରେ ଢେଲା ମାରିବା କାଯର୍‌ୟରୁ ନିବୃତ୍ତ ରୁହନ୍ତୁ ା ଆଉ ନିଜ ସ୍ଥିତିକୁ ବଜାୟ ରଖିବା ପାଇଁ ବିଜେଡି ନେତାମାନେ ବାଉଳାଚାଉଳା ବକ୍ତବ୍ୟ ଦେଉଛନ୍ତି ବୋଲି ଲେଖାଶ୍ରୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri