Posted inଖେଳ

ଆଇପିଏଲ୍‌ରେ ଇତିହାସ ରଚିଲେ ଏହି ବୋଲର୍‌

ଦୁବାଇ,୭।୧୦:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପେସର୍‌ ହର୍ଷଲ ପଟେଲ ଆଇପିଏଲ -୨୦୨୧ରେ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଏପର୍ଯ୍ୟନ୍ତ ଏକ ଲିଗ ସିଜନରେ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଟିମ ଇଣ୍ଡିଆର ଷ୍ଟାର୍‌ ପେସର୍‌ ଜସପ୍ରିତ୍‌ ବୁମ୍‌ରାଙ୍କୁ ପଛରେ ପକାଇଛନ୍ତି। ଆବୁଧାବିର ଶେଖ ଜାଏଦ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ହର୍ଷଲ ପଟେଲ ଏହି ସଫଳତା ହାସଲ କରିଛନ୍ତି। ଏହି ସିଜିନ୍‌ରେ ମୋଟ ୨୯ ଉଇକେଟ ନେଇ ସେ ପର୍ପ କ୍ୟାପ୍‌ ନିଜ ପାଖରେ ରଖିଛନ୍ତି। ସେ ଏପର୍ଯ୍ୟନ୍ତ ମୋଟ ସିଜନରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହୋଇପାରିଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ବୁମରାଙ୍କ ନାମରେ ଥିଲା। ସେ ଗତ ସିଜନରେ ମୋଟ ୨୭ ଉଇକେଟ ନେଇଥିଲେ। ଏଥି ସହିତ ଭୁବନେଶ୍ୱର କୁମାର ୨୦୧୭ ସିଜନରେ ମୋଟ ୧୬ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତିଓ୍ବାରୀଙ୍କ ସ୍ଥାନରେ ଈଶ୍ୱରନଙ୍କୁ ବେଙ୍ଗଲର ନେତୃତ୍ୱ

କୋଲକାତା,୩୧।୮: ଆଗାମୀ ଘରୋଇ କ୍ରିକେଟ ସିଜନରେ ଅଭିମନ୍ୟୁ ଈଶ୍ୱରନ ବେଙ୍ଗଲ ଦଳର ନେତୃତ୍ୱ ନେବେ। ମଙ୍ଗଳବାରଠାରୁ ଜୟପୁରଠାରେ ହେବାକୁ ଥିବା ୫୦ ଓଭର ବିଶିଷ୍ଟ ଟୁର୍ନାମେଣ୍ଟ...

ପଦାର୍ପଣରେ ୩ ଉଇକେଟ ଓ ଅର୍ଦ୍ଧଶତକ

ବ୍ରିସ୍‌ବେନ,୧୮।୧: ପଦାର୍ପଣରେ ଭାରତୀୟ ସ୍ପିନ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଅର୍ଦ୍ଧଶତକ ହାସଲ କରିବା ସହ ୩ ଉଇକେଟ ନେଇ ଏକ ବିରଳ ସଫଳତା ଅର୍ଜନ କରିଛନ୍ତି।...

ଚାଇନା ଓପନ୍‌ ଉପରେ ସିନ୍ଧୁଙ୍କ ନଜର

ଚାଙ୍ଗ୍‌ଝୋଉ (ଚାଇନା), ୧୬।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ ବିଶ୍ୱ ଟୁର୍‌ ସୁପର୍‌-୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମଙ୍ଗଳବାରଠାରୁ ଆରମ୍ଭ...

ପଣ୍ଟିଂ, କ୍ଲାର୍କଙ୍କୁ ପଛରେ ପକାଇଲେ ଟିମ୍‌ ପେନ

ମାଞ୍ଚେଷ୍ଟର,୯।୯: ବର୍ତ୍ତମାନ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ଅଧିନାୟକ ଟିମ୍‌ ପେନଙ୍କୁ ଅପେକ୍ଷା କରିଛି ଏକ ବଡ଼ ସଫଳତା। ଯେଉଁ ସଫଳତାକୁ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ...

ବ୍ରାଭୋ, ଧୋନୀଙ୍କ ମଧ୍ୟରେ ୧୦୦ ମିଟର ରେସ୍‌: ଜାଣନ୍ତୁ ବିଜେତାଙ୍କ ନାମ

ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌ ଡ୍ବେନ୍‌ ବ୍ରାଭୋ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। କ୍ରିକେଟ୍‌ ବ୍ୟତୀତ ସଙ୍ଗୀତରେ ମଧ୍ୟ ରୁଚି ରଖନ୍ତି ବ୍ରାଭୋ। ଲକ୍‌ଡାଉନ୍‌ ଯୋଗୁ ଚଳିତବର୍ଷ ଆଇପିଏଲ...

୭ ନଂର ଯାଦୁଗର ଧୋନୀ: ଏହି ୭ ରେକର୍ଡ ତାଙ୍କୁ କରିଛି ସବୁଠାରୁ ଶ୍ରେଷ୍ଠ

ନୂଆଦିଲ୍ଲୀ,୧୬।୮: ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏକାଧିକ ରେକର୍ଡ ନିଜ ନାମରେ...

ବାଧାଦୌଡ଼ ବିଶ୍ୱ ରେକର୍ଡ ଭାଙ୍ଗିଲେ ମହମ୍ମଦ

ଡେସ ମୋଇନେସ(ଆମେରିକା),୨୯।୭(ଏଏଫ୍‌ପି)- ଅଲିମ୍ପିକ୍‌ ଚାମ୍ପିୟନ ଦାଲିଲା ମହମ୍ମଦ ଦୀର୍ଘଦିନ ହେଲା ତିଷ୍ଠି ରହିଥିବା ରେକର୍ଡ ଭଙ୍ଗ କରିଛନ୍ତି। ୟୁଏସ୍‌ ଚାମ୍ପିୟନଶିପ ୪୦୦ ମିଟର ମହିଳା ବାଧାଦୌଡ଼...

ନା ଧୋନୀ, ନା କୋହଲି; କେକେଆର୍‌ର ଏହି ମହଙ୍ଗା ଖେଳାଳିଙ୍କ ପସନ୍ଦର ଅଧିନାୟକ ହେଲେ…

ନୂଆଦିଲ୍ଲୀ,୬।୪: ଅଷ୍ଟ୍ରେଲିୟ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସଙ୍କୁ କୋଲକାତା ନାଇଟ୍‌ ରାଇଡର୍ସ ସାଢ଼େ ୧୫ କୋଟି ଟଙ୍କାରେ କିଣିଥିଲା। ଏବେ କୁମିନ୍ସ ଆଗାମୀ ଆଇପିଏଲ୍‌ରେ କେକେଆର୍‌...

Advertisement
Ten Cric Info


Archives

Model This Week