ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ

ପାରଳାଖେମୁଣ୍ଡି,୧୬।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକରେ
ପୋଖରୀରେ ବୁଡ଼ି ଜଣେ ନାବାଳକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଗଜପତି ଜିଲା ମୋହନା ଥାନା ଜିରାଙ୍ଗ ପଞ୍ଚାୟତ ବାହାଡ଼ାପଦା ଗ୍ରାମର ମିଖାଏଲ ଶବରଙ୍କ ପୁଅ ଆଲୋକ ଶବର।

ସୂଚନାନୁଯାୟୀ, ଶନିବାର ଅପରାହ୍ନରୁ ଆଲୋକ କେଉଁ ଆଡ଼େ ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ବହୁ ଖୋଜାଖୋଜି ପରେ ଗ୍ରାମର ପୋଖରୀ ହୁଡାରେ ଆଲୋକଙ୍କ ପୋଷାକ ପଡ଼ିଥିବା ଦେଖି ସ୍ଥାନୀୟ ଯୁବକମାନେ ପୋଖରୀରେ ପଶି ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ତେଣୁ ସେମାନେ ମୋହନା ଦମକଳ କେନ୍ଦ୍ରକୁ ଖବର ଦେଇଥିଲେ। ଖବର ପାଇ ମୋହନା ଦମକଳ କେନ୍ଦ୍ର ଓଆଇସି ତାରାକାନ୍ତ ମହାପାତ୍ର ଏବଂ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ୧ ଘଣ୍ଟାର ଅପରେଶନ ପରେ ଆଲୋକଙ୍କ ମୃତଦେହ ପାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଖବରପାଇ ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧିକାରୀ ନିରଞ୍ଜନ ପାଣୀଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri