ଜାମୁକୋଳି ଖାଇବାକୁ ଯାଇ ଚାଲିଗଲା ବାଳକଙ୍କ ଜୀବନ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇଥିଲେ। ପରେ ଗ୍ରାମ ନିକଟରେ ଥିବା ଜିରାବାହାଳି ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇଥିଲେ। ଏହା ଦେଖି ସାଙ୍ଗମାନେ ପାଟି କରିବାରୁ ପୋଖରୀରେ ଗୋଧୋଉଥିବା ଅନ୍ୟ ଲୋକମାନେ ପାଣିରେ ପଶି ନିରାକାରଙ୍କୁ ଉଦ୍ଧାର କରିବା ସହିତ ଛେଣ୍ଡିପଦା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଅରେ ପଡ଼ିଗଲେ ବୃଦ୍ଧା

ପାଟଣା, ୧୮।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଶୁକ୍ରବାର କୂଅରେ ପଡ଼ି ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି।...

ଏସ୍‌ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ

କଟକ ଅଫିସ,୧୫।୨: କଟକ ଏସ୍‌ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...

ଦୁର୍ଘଟଣାରେ ମା’ ମୃତ, ଝିଅ ଗୁରୁତର

ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍‌.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି...

ବଢ଼ୁଛି କରୋନା ସଂକ୍ରମଣ: ଆଜି ଗଞ୍ଜାମରେ ଚିହ୍ନଟ ହେଲେ ୭୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ୨୬୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୭୬ଜଣ ଅଛନ୍ତି। ସେହିଭଳି ଯାଜପୁରର ୪୧, ଖୋର୍ଦ୍ଧା ୧୫,...

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର...

ଧଳତଙ୍ଗଗଡ଼କୁ ସଂରକ୍ଷିତ ଜଙ୍ଗଲ ମାନ୍ୟତା ମିଳୁନି

ଜଗତ୍‌ସିଂହପୁର ଅଫିସ,୨୧ା୩: ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ ଅରଣ୍ୟ ଦିବସ ଭାବେ ପାଳନ କରାଯାଉଛି। ଓଡ଼ିଶାର କମ ଜଙ୍ଗଲ ଥିବା ଜିଲାଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ରହିଛି।...

ଅତିଥି ବେଶରେ ଆସି ବିବାହ ଉତ୍ସବରୁ ଗହଣା ବ୍ୟାଗ୍‌ ଲୁଟିଲେ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆପଣ କୌଣସି ମଣ୍ଡପରେ ବିବାହ ପାର୍ଟି କରୁଛନ୍ତି କି। ସେଠାକୁ ଏକାଧିକ ଅତିଥିଙ୍କୁ ଆମନ୍ତ୍ରିତ କରୁଛନ୍ତି କି। ତେବେ ଅଜଣା ଅତିଥିଙ୍କୁ ସାବଧାନ ହୋଇଯାଆନ୍ତୁ।...

ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ବାବୁ:ଇନ୍ସପେକ୍ଟର ରଞ୍ଜିତ ସାହୁ ନିଲମ୍ବିତ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଖୋର୍ଦ୍ଧା ପଥର ଚାଲାଣରେ ସଂପୃକ୍ତଥିବା ଦୁଇ ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଏବଂ ରଞ୍ଜିତ ସାହୁଙ୍କୁ ଏସ୍‌ଟିଏଫ ଗିରଫ କରିବା ପାଇଁ ବାଟ ଫିଟିଛି।...

Advertisement
Archives

Model This Week