ତାପସୀଙ୍କ ପୋଷ୍ଟରେ ଏମିତି କମେଣ୍ଟ ଦେଲେ ପ୍ରେମିକ

ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ପ୍ରାୟତହଃ ଚର୍ଚ୍ଚାରେ ରହିଥାନ୍ତି। ବ୍ୟକ୍ତିଗତ ଜୀବନ ହେଉ କିମ୍ବା ବୃତ୍ତିଗତ ସେ ସବୁବେଳେ ଆଲୋଚନାରେ ରୁହନ୍ତି । ସେ ତାଙ୍କର ସୁନ୍ଦର ଅଭିନୟ ପାଇଁ ଦର୍ଶକଙ୍କ ହୃଦୟ ଜିତି ପାରିଛନ୍ତି । ଗତ କିଛି ଦିନ ହେବ ବ୍ୟାଡମିଣ୍ଟନ ପ୍ରଶିକ୍ଷକ ମାଥିଆସ ବୋଇଙ୍କୁ ସେ ଡେଟ୍‌ କରୁଥିବା ଚର୍ଚ୍ଚା ହୋଇଥିବା ବେଳେ ବିବାହକୁ ନେଇ ସେ ସ୍ପଷ୍ଟ କରି ନାହାନ୍ତି। ବର୍ତ୍ତମାନ ତାପସୀ ଫିଲ୍ମ ‘ସାବାସ ମିଠୁ’କୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ବର୍ତ୍ତମାନ ସେ ଏହାର ପୋଷ୍ଟର ଶେୟାର କରିଥିଲା ବେଳେ ବୟଫ୍ରେଣ୍ଡଙ୍କ କମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି।
ପୂର୍ବରୁ ତାପସୀ ଫିଲ୍ମର ଟିଜର ରିଲିଜ କରିଥିଲେ । ବର୍ତ୍ତମାନ ପୋଷ୍ଟର ରିଲିଜ କରିବା ସହ ରିଲିଜ ଡେଟ୍‌ ଶେୟାର କରିଛନ୍ତି । କେବଳ ଏତିକି ହିଁ ନୁହେଁ ପୋଷ୍ଟରରେ ତାପସୀ ମିତାଲୀ ରାଜଙ୍କଲୁକ୍‌ରେ ନଜର ଆସିଛନ୍ତ। ଏହି ଫିଲ୍ମଟି ୧୫ ଜୁଲାଇ ୨୦୨୨ରେ ରିଲିଜ କରାଯିବ।
ତାପସୀଙ୍କ ଏହି ପୋଷ୍ଟରେ ମାଥିଆସ କମେଣ୍ଟ ଦେଇ ଲେଖିଛନ୍ତି, ଏହା ଛକ୍କା । ତାପସୀ ତାଙ୍କୁ କହିଛନ୍ତି, ନା.. ନା, ଏହା ଚଉକା ଭଳି ସଟ ଲାଗୁଛି ବୋଧ ହୁଏ ଫଟୋରେ । ତାପସୀ ଏବଂ ମାଥିଆସ ୨୦୧୪ରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟର ଏକ ଇଭେଣ୍ଟରେ ଭେଟିଥିଲେ । କିଛି ସମୟ ବନ୍ଧୁତା ପରେ ଦୁହେଁ ପରସ୍ପରକୁ ଡେଟ କରିବା ଆରମ୍ଭ କଲେ ।

 

View this post on Instagram

 

A post shared by Taapsee Pannu (@taapsee)


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri