Posted inଫୁରସତ

ପ୍ରେମିକାଙ୍କୁ ସର୍‌ପ୍ରାଇଜ୍‌ ଦେବା ପାଇଁ ୨୪୦୦ କିମି ଯାତ୍ରା କରି ଆସିଥିଲେ ପ୍ରେମିକ: ଆଉ ତା’ପରେ ଯାହା ଦେଖିଲେ…

ଆଜିକାଲି ପ୍ରେମରେ ଧୋକା ଏକ ସାଧାରଣ ଘଟଣା ହୋଇଗଲାଣି। କେଉଁଠି ପ୍ରେମିକା ପ୍ରେମିକଙ୍କୁ ଧୋକା ଦେଲେଣି ତ ଆଉ କେଉଁଠି ପ୍ରେମିକ ପ୍ରେମିକାଙ୍କୁ ଛାଡି ଚାଲିଯିବା ଘଟଣା ସାମ୍ନାକୁ ଆସୁଛି। ନିକଟରେ ଚାଇନାରେ ସେମିତି ଏକ ମାମଲା ଘଟିଛି।
ଜଣେ ଚାଇନିଜ ଯୁବକ ତାଙ୍କ ଜନ୍ମଦିନରେ ନିଜ ପ୍ରେମିକାଙ୍କୁ ସରପ୍ରାଇଜ୍‌ ଦେବା ପାଇଁ ୧,୫୦୦ ମାଇଲ (ପ୍ରାୟ ୨୪୦୦ କିଲୋମିଟର) ଯାତ୍ରା ଆସିଥିଲେ। ସେ ତାଙ୍କ ଗର୍ଲଫ୍ରେଣ୍ଡରେ ପହଞ୍ଚିବା ମାତ୍ରେ ତାଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହିତ ଦେଖିବାକୁ ପାଇଥିଲେ। ସମ୍ପୃକ୍ତ ଯୁବକ ଜଣଙ୍କ ଏକ ଟେଡି ବିୟର୍‌ ଶୁଟ ପିନ୍ଧିଥିଲେ ଏବଂ ତାଙ୍କୁ ସରପ୍ରାଇଜ୍‌ ଦେବା ପାଇଁ ଏକ ସର୍ବସାଧାରଣ ସ୍ଥାନରେ ତାଙ୍କୁ ଭେଟିବାକୁ ଯାଇଥିଲେ। ପ୍ରେମିକଙ୍କ ଜନ୍ମଦିନର ସରପ୍ରାଇଜ୍‌ ଯୋଜନା ଫସର ଫାଟିଯାଇଥିଲା। ଏହି ଘଟଣା କ୍ୟାମେରାରେ କଏଦ ହୋଇଯାଇଥିଲା।
ଏହି ଭିଡିଓ ଚାଇନାର ସୋସିଆଲ ମିଡିଆ ପ୍ଲାଟଫର୍ମ ୱାଇବୋ ଏବଂ ଚାଇନା ବାହାରେ ଟୁଇଟରରେ ଶେୟାର କରାଯାଇଛି। ଦୁର୍ଭାଗ୍ୟବଶତଃ ଘଟଣାର ଫଟୋ ମଧ୍ୟ ଇଣ୍ଟରନେଟରେ ଭାଇରାଲ ହୋଇଥିଲା। ଭିଡିଓରେ ଦର୍ଶାଯାଇଛି ଯେ ଜଣେ ମହିଳା ଦୋକାନ ଆଗରେ ଜଣେ ପୁରୁଷଙ୍କ ସହ କାନ୍ଧରେ ହାତ ପକାଇ ଯାଉଥିଲେ। ଏହି ସମୟରେ ବ୍ରାଉନ ଟେଡି ବିୟର୍‌ ଶୁଟ ପିନ୍ଧିଥିବା ଜଣେ ବ୍ୟକ୍ତି ଫ୍ରେମ ଭିତରକୁ ଆସି ସେମାନଙ୍କ ସାମ୍ନାରେ ଅଟକି ଗଲେ। ଟେଡି ବିୟର୍‌ ଶୁଟରେ ଥିବା ଯୁବକ ଜଣଙ୍କ ଦୋକାନ ଆଗରେ ଠିଆ ହୋଇଥିବା ସମ୍ପୃକ୍ତ ଯୋଡିଙ୍କ ଆଡକୁ ଚାହିଁ ରହିଥାନ୍ତି।
ଗର୍ଲଫ୍ରେଣ୍ଡ ପ୍ରେମିକଙ୍କୁ ଦେଖି ତାଙ୍କ ନିକଟକୁ ଦୌଡିଯାନ୍ତି। ପ୍ରେମିକଙ୍କ ବୁଝାଇବା ପାଇଁ ଚେଷ୍ଟା କରନ୍ତି। କିନ୍ତୁ ପ୍ରେମିକ ସେଠାରୁ ଚୁପଚାପ ଫେରି ଆସନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri