ନାଚ,ଗୀତରେ ଝୁମିଲେ ବରଯାତ୍ରୀ

ବାହାନଗା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଓ ଖନ୍ତାପଡ଼ା ପଞ୍ଚାୟତର ଚିତାପଦା ଗ୍ରାମରେ ଦେବଦମ୍ପତିଙ୍କ ବିବାହ ଉତ୍ସବ ଶେଷ ହୋଇଛି। ଚିତାପଦା ଗ୍ରାମସ୍ଥିତ ବାବା ଚିତ୍ରେଶ୍ୱରଙ୍କ ବିବାହ ନିମନ୍ତେ ମନ୍ଦିର ପରିସରରୁ ବରଯାତ୍ରୀ ଶୋଭାଯାତ୍ରାରେ ବାହାରି ଖନ୍ତାପଡ଼ା ବଜାର ପରିକ୍ରମା କରି ମାତା ପାର୍ବତୀଙ୍କ ଘରେ ପହଞ୍ଚି ଥିଲେ। ସାଥିରେ ପୁରୀର ଘଣ୍ଟୁଆ, ଚାନ୍ଦବାଲିର ଷଣ୍ଢ ନାଚ, କେନ୍ଦ୍ରାପଡାରୁ ଦୁଲଦୁଲି ବାଦ୍ୟ, କଣ୍ଟିଆଟିକିରିରୁ ବ୍ୟାଣ୍ଡ୍‌ପାର୍ଟି, ଅତାପୁରରୁ କୀର୍ତ୍ତନ ଦଳ, ବାଲେଶ୍ୱରରୁ ଡିଜେ, ଗୋପରୁ ପଞ୍ଜାବି ବାଦ୍ୟର ତାଳେ ତାଳେ ବରଯାତ୍ରୀ ଦଳ ନାଚିନାଚି କନ୍ୟା ଘରକୁ ଯାଇଥିଲେ। ଦେବଦମ୍ପତିଙ୍କ ବିବାହ ପରେ କନ୍ୟା ପିତା ଲାମ୍ବୋଧର ପ୍ରଧାନ ଯୌତୁକ ନିମନ୍ତେ ନାଗନାଗୁଣି ସମେତ ୫ ହଜାର ଅର୍ଥ ରାଶି, ୫ ଏକର ଶ୍ମଶାନ ଜମି ପ୍ରଦାନ କରିଥିଲେ। ଶିବପାର୍ବତୀ ଉନ୍ନୟନ କମିଟିର ସଭାପତି ଦିଲ୍ଲୀପ କୁମାର ଦାସଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରମାକାନ୍ତ ବାରିକ୍‌, ଶରତ ପାଣିଗ୍ରାହୀ, ବିରେନ୍ଦ୍ର ସ, ବିଜୟ କୁମାର ଦାସ, ରବୀନ୍ଦ୍ର ପ୍ରଧାନ, ବସନ୍ତ ବେହେରା,ପର୍ଶୁରାମ ବେହେରା, ରାଜେନ୍ଦ୍ର ସ, ଜଗନ୍ନାଥ ବାରିକଙ୍କ ସମେତ ଚିତାପଦା ଗ୍ରାମବାସୀ ଏଥିରେ ସହଯୋଗ କରିଥିଲେ। ଚିତ୍ରେଶ୍ୱର ମହାଦେବଙ୍କ ପିତା ଭାବେ ଜୟକୃଷ୍ଣ ବାରିକଙ୍କ ସହିତ ପାର୍ବତୀଙ୍କ ପିତା ଲାମ୍ବୋଧର ପ୍ରଧାନଙ୍କର ସମୁଦି ମିଳନ ହୋଇଥିଲା। ସେହିପରି ଅଞ୍ଜି ପଞ୍ଚାୟତର ଖରିଦା ଗ୍ରାମରେ ଶିବପାର୍ବତୀଙ୍କ ବିବାହ ଉତ୍ସବ ପଣ୍ଡିତ ଗୟାଧର ଶତପଥୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। କନ୍ୟା ପିତା ଭାବେ ହୃଷିକେଶ ଓଝା ଓ ବରପିତା ଭାବେ ନରହରୀ ନାୟକ ଦାୟିତ୍ୱ ତୁଲାଇଥିଲେ। ଶତୃଘନ ନନ୍ଦ,ଗଦାଧର ଶତପଥୀ, ବିଶ୍ୱଜିତ୍‌ ଦାସ, ବିଜୟା ନନ୍ଦ ବାରିକ୍‌, ତପନ କୁମାର ରାଉତଙ୍କ ସମେତ ଖରିଦା ଗ୍ରାମବାସୀଙ୍କ ସହଯୋଗରେ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri