Posted inଫୁରସତ

ବରଙ୍କୁ ଭେଟିବା ପାଇଁ ଏକୁଟିଆ ଅଟୋରେ ଚାଲିଗଲେ କନ୍ୟା, ଭିଡିଓ ଦେଖିଲେ…

ସମୟ ଥିଲା ସ୍ବପ୍ନର ରାଜକୁମାରଙ୍କୁ ଦେଖିବାକୁ ବା ତାଙ୍କ ବିଷୟରେ ଜାଣିବାକୁ କନ୍ୟାଙ୍କୁ ଲାଜ ଲାଗୁଥିଲା। ମାତ୍ର ସମୟ ବଦଳୁଛି, ତେଣୁ କନ୍ୟା ସାଜୁଥିବା ଯୁବତୀମାନଙ୍କର ରୁଚି ମଧ୍ୟ ଧିରେ ଧିରେ ବଦଳିବାରେ ଲାଗିଛି।  ଏବେ ଝିଅ ନିଜେ କନ୍ୟା ବେଶରେ ସଜେଇ ହୋଇ ବରଙ୍କୁ ଦେଖା କରିବା ପାଇଁ ଚାଲିଯାଉଛନ୍ତି। ଏବେ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ବିବାହ ମଣ୍ଡପରେ ପରିବାର ଲୋକଙ୍କୁ ଛାଡ଼ି ବରଙ୍କୁ ଏକୁଟିଆ ଭେଟିବା ପାଇଁ ଚାଲି ଯାଇଥିଲେ କନ୍ୟା।

the.bride.magazine ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର ହୋଇଥିବା ଭିଡିଓରେ କନ୍ୟା ବେଶରେ ଠିଆ ହୋଇଥିବା ଜଣେ ଯୁବତୀଙ୍କୁ ଦେଖିବାକୁ ମିଳଛି। ସେ ହାତ ଦେଖାଇ ଏକ ଅଟୋକୁ ଅଟକାଇ ସେଥିରେ ବସି ଚାଲିଯାଉଛନ୍ତି। କନ୍ୟା ଜଣଙ୍କ ବରଙ୍କୁ ଭେଟିବାକୁ ଏତେ ବ୍ୟଗ୍ର ଥିଲେ ଯେ, ସେ ପରିବାର ଲୋକଙ୍କୁ ଛାଡ଼ି ଅଟୋ କରି ଚାଲିଯାଇଥିଲେ।

ୟୁଜରମାନେ ଏହି ଭିଡିଓ ଦେଖିବା ପରେ ନାନା କମେଣ୍ଟ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ବିବାହ ପ୍ରସ୍ତୁତିକୁ ସେ ଆଉ ଅପେକ୍ଷା କରି ପାରି ନ ଥିଲେ। ସେହିପରି ଅନ୍ୟ ଜଣେ କହିଛନ୍ତି, କନ୍ୟାଙ୍କ ଶୈଳୀ ଅନନ୍ୟ। ଆଉ ଜଣେ ୟୁଜର କହିଛନ୍ତି, ସମୟ ବଦଳିଲାଣି। ଆଉ ଓଢ଼ଣା ନାହିଁ କି ଲାଜ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri