Posted inଫୁରସତ

କନିଆ ପିନ୍ଧିଲେ ଗୁପ୍‌ଚୁପ୍‌ ହାର ଓ ମୁକୁଟ

ଭାରତରେ ଏମିତି କେହି ନ ଥିବେ ଯାହାକୁ ଗୁପ୍‌ଚୁପ୍‌ ଭଲ ଲାଗୁ ନ ଥିବ। ପୁଅ ଝିଅ, ବଡଠୁ ଛୋଟ ସମସ୍ତଙ୍କର ପ୍ରିୟ ଗୁପ୍‌ଚୁପ୍‌। ଏଇ ଗୁପ୍‌ଚୁପ୍‌ ପାଇଁ ଦକ୍ଷିଣ ଭାରତର ଜଣେ ଯୁବତୀ କେତେ ପାଗଳୀ ତାହା ତାଙ୍କର ଏକ ଭିଡିଓରୁ ଜାଣିପାରିବେ। ଉକ୍ତ ଭାଇରାଲ ଭିଡିଓରେ ଦେଖିବାକୁ ମିଳେ, ଯୁବତୀଜଣକ ତାଙ୍କ ବିବାହ ଦିନ କନିଆ ବେଶ ହାଇ ବସିଥିବାବେଳେ ତାଙ୍କୁ ପିନ୍ଧାଯାଇଛି ଗୁପ୍‌ଚୁପ୍‌ର ହାର, ଆଉ ମୁଣ୍ଡରେ ଗୁପ୍‌ଚୁପ୍‌ର ମୁକୁଟ। କେବଳ ସେତିକି ନୁହେଁ ସେ ବସିଥିବା ସ୍ଥାନ ପାଖର ସାଜସଜ୍ଜା ବି ଗୁପ୍‌ଚୁପ୍‌ରେ ହୋଇଥିବା ଦେଖିବାକୁ ମିଳେ। ଗୁପ୍‌ଚୁପ୍‌ ପ୍ରିୟ ଏହି କନିଆଙ୍କ ନାମ ହେଉଛି ଅକ୍ଷୟା। ସେ ଏହି ହାର ଓ ମୁକୁଟରେ ବେଶ୍‌ ସୁନ୍ଦର ଦେଖାଯାଉଥିଲେ। ଆଉ ସେଠାକାର ପରିବେଶ ବେଶ୍‌ ମଜାଦାର ଥିଲା ବୋଲି ମଧ୍ୟ ଭିଡିଓଟିରୁ ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri