Posted inଫୁରସତ

ଆସିବ ବର ତୋର

ଥରେ ମନେ ପକାନ୍ତୁ ନା, ସୁପରହିଟ୍‌ ଓଡ଼ିଆ ସିନେମା ‘କାବେରୀ’ର ସେହି ଶ୍ରୋତାଦୃଢ଼ ଗୀତ ‘ଆସିବ ବର ତୋର ହୋଇବ ବାହାଘର, ତା’ପରେ କି ହବ କହଲୋ’କୁ। ସେହି ଗୀତର ଏକ ଧାଡ଼ି ‘ଆସିବ ବର ତୋର’କୁ ନେଇ ନିର୍ମିତ ହେବାକୁ ଯାଉଛି ଏକ ନୂଆ ଓଡ଼ିଆ ସିନେମା। ମୁନ୍‌ ଟିଭି ବ୍ୟାନର ଏହି ଫିଲ୍ମଟିର ପ୍ରଯୋଜନା କରୁଛନ୍ତି ବିନ୍ନି ପଟ୍ଟନାୟକ ଏବଂ ସଚିକାନ୍ତ ଜେନା। ନିର୍ଦ୍ଦେଶନା ଭାର ସମ୍ଭାଳୁଛନ୍ତି ଏସ. ଦିଲୀପ ପଣ୍ଡା। ଚିତ୍ରନାଟ୍ୟ ସହ ସଂଳାପ ରଚନା କରିଛନ୍ତି ଡ. ରଜନୀ ରଞ୍ଜନ। ‘ଆସିବ ବର ତୋର’ ଫିଲ୍ମରେ ଅମ୍ଳାନ ନାୟକ ସାଜିଥିବା ବେଳେ ତାଙ୍କ ଅପୋଜିଟ୍‌ରେ ଅଛନ୍ତି ସ୍ବାତୀ। ‘ଅଟୋଗ୍ରାଫ-ଏ ସାଇନ୍‌ ଅଫ ଲଭ୍‌’ ପରେ ସ୍ବାତୀଙ୍କର ଏହା ହେଉଛି ଦ୍ୱିତୀୟ ସିନେମା। ଏହାର ଶୁଟିଂ ଆସନ୍ତା ମାସ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଏବଂ ଗୀତଗୁଡିକର ଶୁଟିଂ ହାଇଦ୍ରାବାଦସ୍ଥିତ ରାମୋଜୀ ଫିଲ୍ମ ସିଟିରେ ବୋଲି ଏହାର କ୍ରିଏଟିଭ୍‌ ହେଡ୍‌ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri