Posted inଜାତୀୟ

ବିବାହ ବେଦୀରେ ବସିଥିଲେ ସିଆର୍‌ପିଏଫ୍‌ ଯବାନ, ପହଞ୍ଚିଲେ ପ୍ରେମିକା: ଆଉ ତା’ପରେ…

କାନପୁର,୨।୭: ସିଆର୍‌ପିଏଫ୍‌ ଯବାନ ନିଜ ପ୍ରେମିକାଙ୍କୁ ଧୋକା ଦେବା ମହଙ୍ଗା ପଡିଛି। ପ୍ରେମିକାଙ୍କୁ ଛାଡି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରି ଫଶିଯାଇଛନ୍ତି ଯବାନ। ଫଳରେ ତାଙ୍କୁ ଜେଲ୍‌ ଯିବାକୁ ପଡିଛି। ଉତ୍ତର ପ୍ରଦେଶର କାନପୁର ସହରରେ ଘଟିଛି ଏଭଳି ଘଟଣା। ମଙ୍ଗଳପୁର ପୋଲିସ ଷ୍ଟେଶନ ଅଞ୍ଚଳର କେ ଲାଲଜୀ ପୁରୱା ଗ୍ରାମରେ ରହୁଥିବା ମାନବେନ୍ଦ୍ର ସିଂ ଯାଦବ ସିଆର୍‌ପିଏଫ୍‌ର ଜଣେ କନଷ୍ଟେବଳ ଏବଂ ଜାମ୍ମୁ କାଶ୍ମୀରରେ ପୋଷ୍ଟିଂ ଅଛନ୍ତି। ମାନଭେନ୍ଦ୍ର ସିଂ ୨୦୧୫ରେ କାନପୁରର ଶିବରାଜପୁରରେ ରହୁଥିବା ଜଣେ ଯୁବତୀ ସହିତ ଫେସବୁକ ମାଧ୍ୟମରେ ବନ୍ଧୁତା କରିଥିଲେ। ଏହା ପରେ ସେ ମୋବାଇଲରେ ଯୁବତୀଙ୍କ ସହ କଥା ହେବା ଆରମ୍ଭ କରି ତାଙ୍କୁ ସାକ୍ଷାତ ମଧ୍ୟ କରିଥିଲେ। କିନ୍ତୁ ଛାଡି ମାନବେନ୍ଦ୍ର ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାକୁ ଯାଉଥିଲେ। ଏତିକିବେେଳେ ଉକ୍ତ ଯୁବତୀ ବିବାହ ସ୍ଥାନରେ ପୋଲିସ ସହ ପହଞ୍ଚିଥିଲେ। ଏହା ପରେ ହାଇଭୋଲଟେଜ ଡ୍ରାମା ଅନେକ ଘଣ୍ଟା ଧରି ଚାଲିଥିଲା। ଗର୍ଲଫ୍ରେଣ୍ଡ ଅଭିଯୋଗ କରିଛନ୍ତି ଯେ ବିବାହର ବାହାନା କରି ମାନଭେନ୍ଦ୍ର ତାଙ୍କୁ ୨୦୧୬ ମସିହାରୁ ଶାରୀରିକ ନିର୍ଯାତନା ଦେଉଥିଲେ। ସେ ତାଙ୍କୁ ଆର୍ଯ୍ୟ ସମାଜରେ ବିବାହ କରିଥିଲେ ଏବଂ ଗର୍ଭବତୀ ଥିବାବେଳେ ତାଙ୍କୁ ବଟିକା ଦେଇ ଗର୍ଭପାତ କରିଥିଲେ। ପ୍ରଥମ ପତ୍ନୀ ଥିବାବେଳେ ଜଣେ କିପରି ଦ୍ୱିତୀୟରେ ବିବାହ କରିପାରିବ ବୋଲି ସେ ପ୍ରଶ୍ନ କରିଥିଲେ। ପୋଲିସ ବରକୁ ଧରି ପୋଲିସ ଷ୍ଟେଶନ ନେଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଡ୍‌ଟର୍ମ ପରାଜୟ ପରେ ଜେଡି ଭାନ୍ସଙ୍କ ବଡ଼ ବୟାନ, ଏହି କାରଣରୁ ହାରିଲୁ…

ୱାଶିଂଟନ୍‌,୪ା୧୧: ଇରାନ୍‌ ସହ ଯୁଦ୍ଧ ଆମେରିକାର ରିପବ୍ଲିକାନ୍‌ ପାର୍ଟିର ମଧ୍ୟବର୍ତ୍ତୀ ବା ମିଡ୍‌ଟର୍ମ ନିର୍ବାଚନ ପରାଜୟର ପ୍ରମୁଖ କାରଣ । ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ବୁଧବାର…

‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’

ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ…

ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, ୨ରୁ ଅଧିକ ସନ୍ତାନ ଥିଲେ ନିର୍ବାଚନ…..

ନୂଆଦିଲ୍ଲୀ,୪ା୧୧(ପି.ଟି): ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି । ତେଣୁ ୨ରୁ ଅଧିକ…

ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍‌: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା…

କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି…

ଘରେ ଲୁଚାଇ ରଖିଥିଲେ ବିପୁଳ ବାଣ, ଚଢ଼ାଉ କରି ଜବତ କଲା ପୋଲିସ

ଦିଗପହଣ୍ଡି/ଚିକିଟି,୪।୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ପୋଲିସ ଟିମ୍ ଚିକିଟି ପେଣ୍ଠ ଗ୍ରାମର ଏକ ଘରେ ଚଢ଼ାଉ କରିଛି…

’ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କଲେ ଜିଲାପାଳ, ହିତାଧିକାରୀଙ୍କ ବିକାଶ ଉପରେ ସ୍ପେଶାଲ ଫୋକସ୍‌

ଗୋଲାମୁଣ୍ଡା,୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ପଞ୍ଚାୟତର ତୁର୍ଲାପଡା(ବାଗମୁଣ୍ଡା ) ଗ୍ରାମରେ ବୁଧବାର ‘ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଜିଲାପାଳ ପାଓ୍ବାର…

ଆଇସିସି ରାଙ୍କିଂରେ ବଡ଼ ପରିବର୍ତ୍ତନ, ନମ୍ବର-୧ ବୋଲର ହେଲେ….

ନୂଆଦିଲ୍ଲୀ,୪।୧୧: ଆଇସିସି ପକ୍ଷରୁ ବୁଧବାର ଜାରି ହୋଇଥିବା ସଦ୍ୟତମ ରାଙ୍କିଂରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଅଷ୍ଟ୍ରେଲିଆର ଅଭିଜ୍ଞ ଦ୍ରୁତ ବୋଲର ମିଚେଲ୍‌ ଷ୍ଟାର୍କ ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?