ଭୁଶୁଡ଼ିଲା ବ୍ରିଜ୍‌ ସେଣ୍ଟ୍ରିଂ, ଚାଲିଗଲା ଶ୍ରମିକଙ୍କ ଜୀବନ

ମାଲକାନଗିରି,୨୧ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ବ୍ରିଜ୍‌ର ସେଣ୍ଟ୍ରିଂ କାମ ଚାଲିଥିବା ବେଳେ ଏହା ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଶ୍ରମିକ ଜଣଙ୍କ ହେଲେ ଦେବ ଶିଶା।

ଖଇରପୁଟ ବ୍ଲକର ଗୋବିନ୍ଦପାଲୀଠାରୁ ବଡ଼ଡୁରାଲ ପର୍ଯ୍ୟନ୍ତ ରାସ୍ତା ମଝିରେ ଏକ ବ୍ରିଜ ନିର୍ମାଣ ହେଉଥିଲା। ଗୁରୁବାର ସକାଳେ କିଛି ଶ୍ରମିକ ସେଠାରେ କାମ କରୁଥିଲେ। କାମ ଚାଲିଥିବା ବେଳେ ହଠାତ୍‌ ବ୍ରିଜର ସେଣ୍ଟ୍ରିଂ ଭୁଶଡ଼ି ପଡ଼ିଥିଲା। ଫଳରେ ଦେବ ସେଣ୍ଟ୍ରିଂ ତଳେ ଚାପି ହୋଇ ରହି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଗୋବିନ୍ଦପାଲୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଜୟପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଡାକ୍ତର ସେଠାରେ ଦେବଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri