ଭଉଣୀ ସହ ବଜାର ଯାଇଥିଲେ ଭାଇ, ହେଲେ ଘରକୁ ଫେରିଲା ମୃତଦେହ

ରାୟଗଡ଼ା ଅଫିସ, ୩୧।୧୦: ୩୨୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ୫ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଛି। ସେ ହେଲେ ସୁଧାଂଶୁ ସାମଲ। ତାଙ୍କ ଘର ରାୟଗଡ଼ା ସହର ଆର୍‌କେ ନଗରସ୍ଥିତ ସୁଇପର କଲୋନୀରେ ବୋଲି ଜଣାପଡିଛି। ୩୨୬ ନମ୍ବର ଜାତୀୟ ରାଜପଥସ୍ଥିତ ନୂଆସାହି ଛକ ନିକଟକୁ ସୁଧାଂଶୁ ଭଉଣୀଙ୍କ ସାଙ୍ଗରେ ବୁଲିବାକୁ ଯାଇଥିଲେ। ସ୍କୁଟି ରଖି ରାସ୍ତା ପାର ହେବା ସମୟରେ ରାୟଗଡାରୁ ଟିକିରି ଯାଉଥିବା ଏକ କାର ସୁଧାଂଶୁକୁ ଧକ୍କା ଦେଇଥିଲା। ମେଡିକାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ଲୋକେ କ୍ଷତି ପୂରଣ ଦାବି କରି ଥାନା ଘେରାଉ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?