ଆଗତ ହେଲା ବଜେଟ୍‌, ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଶନିବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ତେବେ ଜାଣନ୍ତୁ କେଉଁ କ୍ଷେତ୍ରରେ କେତେ ଟଙ୍କାର ବ୍ୟୟ ବରାଦ ହୋଇଛି…

ପ୍ରଥମେ ଅର୍ଥମନ୍ତ୍ରୀ କୃଷି ବଜେଟ୍‌ ଉପସ୍ଥାପନ କରିଥିଲେ। କୃଷି ବଜେଟ୍‌ରେ ଜଳସେଚନ ଉପରେ ଅଧିକ ଗୁରୁତ୍ବ ପ୍ରଦାନ କରାଯାଇଛି । ବଜେଟ୍‌ରେ ଉଦ୍ୟାନ କୃଷି ପାଇଁ ୩୧୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଚଳିତ ବର୍ଷ ୧୨,୫୦୦ ନଳକୂପ ଖନନ କରାଯିବ। ଏଥିପାଇଁ ୪୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। କାଳିଆ ଯୋଜନା ପାଇଁ ବଜେଟ୍‌ରେ ୧୮୭୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ପାଇଁ ୯୬୮ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

ସେହିପରି କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି

ଉଦ୍ୟାନ କୃଷି ବିକାଶ ପାଇଁ ୩୧୨ କୋଟି, କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୧୨ କୋଟି

ପାର୍ବତୀ ଗିରି ଯୋଜନା ପାଇଁ ୫ ବର୍ଷରେ ୧୦, ୭୫୯ କୋଟି ଖର୍ଚ୍ଚ ହେବ

ଚାଷୀମାନଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି

ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୬୫୮ କୋଟି

ମାଛ ଚାଷ ପାଇଁ ନୂଆ ପୋଖରୀ ଯୋଜନାରେ ୯୮ କୋଟି

ପ୍ରଶାସନିକ ରାଜସ୍ବ ବ୍ୟୟ ବାବଦକୁ ୭୪, ୨୬୧ କୋଟି

ଦରମା ପାଇଁ ୨୯, ୨୪୮ କୋଟି; ପେନସନ ପାଇଁ ୧୮, ୨୨୧ କୋଟି

ସୁଧ ଦେୟ ପାଇଁ ୮୪୬୭ କୋଟି, ସମ୍ପତ୍ତି ରକ୍ଷଣାବେକ୍ଷଣ ପାଇଁ ୫୮୫୬ କୋଟି

ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ ୩୨୧୦ କୋଟି

ବ୍ୟୟ ଅଟକଳ ପାଇଁ ରାଜସ୍ବ ପ୍ରାପ୍ତିରୁ ଖର୍ଚ୍ଚ ହେବ ୧, ୬୩, ୯୬୭ କୋଟି

ଋଣ ଓ ଅନ୍ୟାନ୍ୟ ବାବଦରୁ ପ୍ରାପ୍ତ ୩୬ ହଜାର ୩୩ କୋଟି

ଜନସ୍ବାସ୍ଥ୍ୟ ପାଇଁ ୧୨, ୬୨୪ କୋଟି

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨୬୬୪ କୋଟି

ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୨୭, ୩୨୪ କୋଟି

ମୋ ସ୍କୁଲ ପାଇଁ ୬୪୬ କୋଟି, ସ୍କୁଲ ରୂପାନ୍ତରୀକରଣ ପାଇଁ ୧୦୦ କୋଟି

ମଧ୍ୟାହ୍ନ ଭୋଜନ ପାଇଁ ୮୫୧ କୋଟି; ବ୍ୟାଗ, ୟୁନିଫର୍ମ ପାଇଁ ୧୯୩ କୋଟି

ଧାର୍ମିକ ପୀଠ ବିକାଶ ପାଇଁ ୧୯୫୦ କୋଟି

ରାସ୍ତାଘାଟ ରକ୍ଷଣାବେକ୍ଷଣ ପାଇଁ ୨୯୭୦ କୋଟି

ବିଜୁ ଏକ୍ସପ୍ରେସ ୱେ ପାଇଁ ୩ ଶହ କୋଟି

ବିଜୁ ସେତୁ ଯୋଜନାରେ ୨୮୧ ସେତୁ ହେବ, ଖର୍ଚ୍ଚ ହେବ ୧୬୮୮ କୋଟି

ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ୩୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri