୨୫ରେ ପୁଣି ଶ୍ରୀମନ୍ଦିର ବଜେଟ ବୈଠକ

ପୁରୀ ଅଫିସ,୨୨।୪: ପୁରୀ ଶ୍ରୀମନ୍ଦିର ପରିଚାଳନା ପାଇଁ ଆଗାମୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆସନ୍ତା ୨୫ ତାରିଖରେ ପୁନର୍ବାର ବଜେଟ ବୈଠକ ବସିବ । ଆସନ୍ତା ଚନ୍ଦନ ଯାତ୍ରା ଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ ସିଂହଦାର ସମ୍ମୁଖରୁ ସମସ୍ତ ସେଡ ଖୋଲାଯିବ। ଭକ୍ତମାନେ ଆସନ୍ତା ୨୯ ତାରିଖରୁ ସିଂହଦ୍ବାର ସହ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବେ। ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା...

ସୋମବାର କୋରାପୁଟ ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌ରେ ହେବ ୭୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟନ

କୋରାପୁଟ,୨୦।୯(ସ୍ବ.ପ୍ର): କୋରାପୁଟ ଜିଲାର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌)ରେ ସୋମବାର ୭୦ ଶର୍ଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍ପିଟାଲ ଉଦ୍‌ଘାଟନ୍‌ ହେବ।...

ପୋଲ ଉପରେ ୫ ଫୁଟର ବନ୍ୟାଜଳ, ପାଣିରେ ବୁଡ଼ିଛି ଟ୍ରକ୍‌

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ କେନ୍ଦୁଝର ଜିଲା ବାଂଶପାଳ ସିଂପୁର ବଇଙ୍ଗା ନାଳପୋଲ ଉପରେ ୫ଫୁଟର ବନ୍ୟା ଜଳ ପ୍ରବାହିତ...

ଛତିଶଗଡ଼, ଓଡ଼ିଶା ସୀମାନ୍ତରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଜାତୀୟ ନିରାପତ୍ତା ପରାର୍ମଶଦାତା କେ. ବିଜୟ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତିଶଗଡ଼ ଏବଂ...

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲା: ମାଷ୍ଟରମାଇଣ୍ଡ ଗିରଫ

ବାଲେଶ୍ୱର,୨୭ା୭(ମାନସ ବିଶ୍ୱାଳ): ଓଏସ୍‌ଏସ୍‌ସି ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ମାଷ୍ଟରମାଇଣ୍ଡଙ୍କୁ ରାଜ୍ୟ ବାହାରୁ ଗିରଫ କରିଛି ବାଲେଶ୍ୱର ପୋଲିସ। ମାଷ୍ଟରମାଇଣ୍ଡ ସମେତ...

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି ା ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ...

ତ୍ରିନାଥ ମନ୍ଦିରରେ ବୁଲାଇଲେ କଳାକନା

ବ୍ରହ୍ମପୁର ଅଫିସ,୧୬।୨: ଗଞ୍ଜାମ ଜିଲା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଶ୍ରୀକୃଷ୍ଣନଗରରେ ଥିବା ତ୍ରିନାଥ ମନ୍ଦିରରୁ ଟଙ୍କା ଓ ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।...

Advertisement
Archives

Model This Week