Posted inଜାତୀୟ

୨୯ରୁ ବଜେଟ ଅଧିବେଶନ ଆରମ୍ଭ, ଏପ୍ରିଲ ୮ରେ ଶେଷ

ନୂଆଦିଲ୍ଲୀ,୫।୧: ଚଳିତ  ଜାନୁୟାରୀ ୨୯ରୁ ସଂସଦରେ ବଜେଟ ଅଧିବେଶନ ଆରମ୍ଭ ହେବ। ଏନେଇ ସଂସଦୀୟ ବ୍ୟାପାର କମିଟି(ସିସିପିଏ) ପକ୍ଷରୁ ସୁପାରିଶ କରାଯାଇଛି। ସଂସଦର ବଜେଟ ଅଧିବେଶନ ୨ଟି ଭାଗରେ ହେବ। ପ୍ରଥମ ଭାଗ ୨୯ ଜାନୁୟାରୀରୁ ଆରମ୍ଭ ହୋଇ ୧୫ ଫେବୃୟାରୀ ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ଭାଗ ମାର୍ଚ୍ଚ ୮ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ। ଫେବୃୟାରୀ ୧ରେ ସାଧାରଣ ବଜେଟ ସଂସଦରେ ଉପସ୍ଥାପିତ କରିବାକୁ କମିଟି ପକ୍ଷରୁ କୁହାଯାଇଛି। ଜାନୁୟାରୀ ୨୯ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିବେ। ଉଭୟ ଗୃହ ପ୍ରତ୍ୟେକ ଦିନ ୪ ଘଣ୍ଟା କାର୍ଯ୍ୟ କରିବେ। ଅଧିବେଶନରେ କରୋନା-୧୯ ଗାଇଡଲାଇନ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri