Posted inଜାତୀୟ

ଜାନୁୟାରୀ ୩୧ରୁ ଆରମ୍ଭ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୩୧ ରୁ ଫେବୃୟାରୀ ୧୧ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri