Posted inଜାତୀୟ

ଜାନୁୟାରୀ ୩୧ରୁ ଆରମ୍ଭ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୩୧ ରୁ ଫେବୃୟାରୀ ୧୧ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୬ ଯାଏ କାର୍ଯ୍ୟାନୁଷ୍ଠାନ ନେଇପାରିବେନି ବାଚସ୍ପତି

ନୂଆଦିଲ୍ଲୀ,୧୩ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ମାମଲାର ଶୁଣାଣି ୧୬ ତାରିଖରେ ସୁପ୍ରିମକୋର୍ଟରେ ହେବ। ସେ ପର୍ଯ୍ୟନ୍ତ ୧୦ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି...

୬୫ରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଶପିଂ ମଲ୍‌ ମନା

ଚଣ୍ଡିଗଡ଼,୧।୭: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲାଗୁ କରାଯାଇଥିବା ଲକ୍‌ଡାଉନ ନିୟମରେ ଏବେ କୋହଳ କରାଯାଇଛି। ଏବେ ସରକାର ମଲ୍‌ ଖୋଲିବାକୁ ନେଇ ନୂଆ...

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୫୪ ହଜାରରୁ ଅଧିକ ଚିହ୍ନଟ, ୬୯୦ ମୃତ୍ୟୁ

ନୂଆଦିଲ୍ଲୀ,୨୩।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୫୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି...

ବିନୋଦ ଦୁଆଙ୍କୁ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୧୫ା୬: ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କୁ ସୁପ୍ରିମକୋର୍ଟ ରବିବାର ଏକ ଦେଶଦ୍ରୋହ ମାମଲାରେ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଜଷ୍ଟିସ୍‌ ୟୁ.ୟୁ. ଲଲିତ, ଏମ୍‌.ଏମ୍‌. ଶନ୍ତାନାଗୌଡ଼ାର...

ରାଜନୀତି ଛାଡ଼ିବେ କୁମାରସ୍ବାମୀ

ହାସାନ୍‌, ୪ା୮(ପି.ଟି.): କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା କୁମାରସ୍ବାମୀ ରାଜନୀତିରୁ ସନ୍ୟାସ ନେବେ। ଏନେଇ ସେ ଶନିବାର ସଙ୍କେତ ଦେଇଛନ୍ତି। ଅକସ୍ମାତ୍‌ ସେ...

‘ପେହଲୁ ଖାନ୍‌ ମରିନାହାନ୍ତି’

ଜୟପୁର,୧୫ା୮: ଗୋରୁ ବ୍ୟବସାୟୀ ପେହଲୁ ଖାନ୍‌ଙ୍କୁ ଦୁଇବର୍ଷ ତଳେ କେହି ମାରିନାହାନ୍ତି। ଅର୍ଥାତ ସେ ମରିନାହାନ୍ତି। ରାଜସ୍ଥାନର ଏହି ବହୁଚର୍ଚ୍ଚିତ ଭିଡ଼ହିଂସା ମାମଲାରେ ଅଲଓ୍ବର କୋର୍ଟ...

ମାଦି ଶର୍ମା କିଏ

ନୂଆଦିଲ୍ଲୀ,୩୧ା୧୦: ଇୟୁ ପ୍ରତିନିଧି ଦଳ ପାଇଁ କଶ୍ମୀର ଗସ୍ତର ଆୟୋଜିକା ମାଦି ଶର୍ମାଙ୍କୁ ନେଇ ବିବାଦ ଉଠିଛି। ମାଦି ତାଙ୍କ ଟୁଇଟର ଆକାଉଣ୍ଟରେ ନିଜକୁ ଜଣେ...

Advertisement


Archives

Model This Week