କଟକ ଅଫିସ, ୨୮।୧୨: କଟକ ସହରରେ କରୋନା ସଂକ୍ରମଣ ଉପରେ ସମ୍ପୂର୍ଣ୍ଣ ଭାବେ ରୋକ୍ ଲଗାଯାଇପାରୁନାହିଁ। କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ନୂଆ ରାଉସାପାଟଣା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କୋଠାରେ ୬ଟି ପରିବାର ଭଡାରେ ରହୁଛନ୍ତି। ସେଥିମଧ୍ୟରୁ ଗୋଟିଏ ପରିବାରର ୬ ଜଣ ସଦସ୍ୟ ସୋମବାର କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ସିଏମ୍ସି ପକ୍ଷରୁ ଉକ୍ତ କୋଠାକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ପାଇଁ ଉକ୍ତ କୋଠା ମଧ୍ୟକୁ ପ୍ରବେଶ ଓ ସେଠାରୁ ବାହାରକୁ ବାହାରିବା ଉପରେ କଟକଣା ଲଗାଯାଇଛି। କଣ୍ଟେନ୍ମେଣ୍ଟ ଜୋନ୍ରେ ରହୁଥିବା ଲୋକଙ୍କୁ ଆବଶ୍ୟକ ସାମଗ୍ରୀ ସିଏମ୍ସି ପକ୍ଷରୁ ଯୋଗାଇ ଦିଆଯିବ। ଏ ସମ୍ପର୍କରେ ଡା. ସ୍ମୃତିରଞ୍ଜନ ସାମଲ କହିଛନ୍ତି, କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲଅଛି। ସେମାନଙ୍କୁ ଘରେ ସିଏମ୍ସି ପକ୍ଷରୁ ଚିକିତ୍ସା କରାଯାଉଛି।
Posted inHome Left, ଆମ ଜିଲା ଖବର, କଟକ View All
ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ
ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…
ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…
ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ…
ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ
ଲୋଇସିଂହା, ୩ା୯: ଲୋଇସିଂହା ଏନ୍ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…
ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍ଏଚ୍ଏଆଇ
ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…
୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼
ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…
କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍ଆଉଟ ଛାତ୍ରୀଛାତ୍ର
ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…
ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…
ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ
ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…
Archives

