Posted inଫୁରସତ

ବାଘକୁ ଡରାଇଦେଲା ଷଣ୍ଢ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ବାଘକୁ ଦେଖିବାକୁ ମିଳୁଛି। ବାଘଟି ରାସ୍ତା ପାରି ହେବାକୁ ଚେଷ୍ଟା କରୁଥିବା ବେଳେ ଏକ ଷଣ୍ଢ ଆସି ତାକୁ ଡରାଇ ଚାଲିଯାଉଛି। ପରେ ବାଘ ରାସ୍ତାପାର ହେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କ ମଧ୍ୟରେ ସମ୍ପର୍କ ଅତୁଟ ରଖେ ଏହି ଓ୍ବାଟର ଫଲ୍‌…

ଭାରତରେ ରହିଛି ଅନେକ ଅଲୌକିକ ଗାଥା ବହନ କରୁଥିବା ଦର୍ଶନୀୟ ସ୍ଥାନ। ସେଥିମଧ୍ୟରୁ ମଧ୍ୟପ୍ରଦେଶର ଶିବପୁରାରେ ରହିଛି ଭଦୈୟା କୁଣ୍ଡ ଓ୍ବାଟର ଫଲ୍‌। ବିଶ୍ୱାସ ରହିଛି...

ଫ୍ୟାଶନରେ ଚୋକର ଟପ୍ସ

ଯେକୌଣସି ଅକେଜନ୍‌ ହେଉ ନା କାହିଁକି ଜିନ୍ସ ଓ ଟପ୍ସ ପିନ୍ଧିଲେ କମ୍ଫଟେବଲ ଲାଗିଥାଏ ବୋଲି ଅନେକଙ୍କର ମତ ଥାଏ। ଏପରିକି କେହି କେହି ପାର୍ଟି,...

୩ ଦଶନ୍ଧି ପୂର୍ବରୁ ତିଆରି ହୋଇଥିଲା ମହାରାଣୀଙ୍କ କଫିନ୍‌

ଲଣ୍ଡନ: ଶେଷ ନିଃଶ୍ୱାସ ତ୍ୟାଗ କରିବା ପୂର୍ବରୁ ବ୍ରିଟେନ୍‌ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପାଇଁ ମୃତ୍ୟୁର କଫିନ୍‌ ତିଆରି ହୋଇ ରହିଥିଲା। ରାଜପରିବାରର ପରମ୍ପରା ଅନୁସାରେ...

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌...

ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍‌

ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର...

ମା’ଙ୍କ ଆପତ୍ତି ପରେ ବ୍ରେକ୍‌ଅପ କଲେ ପ୍ରେମିକା: ରାଗରେ ଏମିତି କାଣ୍ଡ ଘଟାଇଲେ ପ୍ରେମିକ

କର୍ନାଟକର ବାଙ୍ଗାଲୁରୁରେ ଏମିତି ଏକ ଘଟଣା ଘଟିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଜଣେ କଲେଜ ଛାତ୍ରୀ ତାଙ୍କର ପୂର୍ବତନ ପ୍ରେମିକଙ୍କ ଉପରେ ଅଭିଯୋଗ ଲଗାଇଛନ୍ତି।...

‘କର୍ମ’ ସହିତ ‘ଯୋଗ’କୁ ଯୋଗ କଲେ….

ଭଗବତ ଗୀତାର ପ୍ରତିଟି ବିଷୟର ନାଁ ପରେ ‘ଯୋଗ’ ଶବ୍ଦ ରହିଛି । ଯେମିତି କି ‘ଅର୍ଜୁନ ବିଷାଦ ଯୋଗ’, ‘ଭକ୍ତି ଯୋଗ’, ‘ଜ୍ଞାନ ଯୋଗ’...

ଏମିତି ଗାଁ ଯେଉଁଠି ଦୁଇ ଦଶକ ହେବ ହୋଇ ପାରୁନାହିଁ ବାହାଘର

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କୁହନ୍ତୁ ଅବା ଆଧୁନିକ ସହର ସବୁଠି ବିବାହ ସୁରୁଖୁରୁରେ ହେଉଥିବା ଦେଖାଯାଏ। କିନ୍ତୁ ବିହାରରେ ଏମିତି ଏକ ଗାଁ ରହିଛି ଯେଉଁଠି...

Advertisement
Archives

Model This Week